ଅନୁସନ୍ଧାନ କରୁଥିବା ବର୍ଗ

ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ

ମେଷ: ମାଆଙ୍କ ସ୍ନେହ ଆପଣଙ୍କ ପାଇଁ ବରଦାନ ସାବ୍ୟସ୍ତ ହେବ। ନିଜକୁ ଲୋକଙ୍କ ନଜରରେ ବଢ଼ିଆ ପ୍ରମାଣିତ କରିବେ। ସରକାରୀ ଚାକିରିଆଙ୍କର ଆର୍ଥିକ ପକ୍ଷ ମଜଭୁତ ହେବ। ଶୁଭରଙ୍ଗ: ଫିକା ହଳଦିଆ। ଆରାଧନା: ମାଆ ପାଟଣେଶ୍ବରୀ। ବୃଷ: ମନ୍ଦିର ଯାଇ ଠାକୁର ଦର୍ଶନ କରନ୍ତୁ; ଆପଣଙ୍କର ଗୋଟେ ପରେ…
ଅଧିକ ଖବର ଦେଖନ୍ତୁ...

ଜାଣନ୍ତୁ ଆଜିର ରାଶିଫଳ

ମେଷ: ଅନ୍ୟମାନଙ୍କ ଭରସା ଜିତିବାରେ ସଫଳ ହେବେ। ରାଜନୀତିରେ ଉଚ୍ଚପଦ ମିଳିପାରେ। ଶତ୍ରୁମାନେ ଆପଣଙ୍କୁ ପରାସ୍ତ କରିବାକୁ ଚେଷ୍ଟା କରିବେ; ହେଲେ କିଛି କରିପାରିବେ ନାହିଁ। ସ୍ବାସ୍ଥ୍ୟ ସମ୍ବନ୍ଧରେ ସତର୍କ ରହନ୍ତୁ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ମାଆ ମାଣିକେଶ୍ବରୀ। ବୃଷ: ଭାଗ୍ୟର…
ଅଧିକ ଖବର ଦେଖନ୍ତୁ...

ଜାଣନ୍ତୁ ଆଜିର ରାଶିଫଳ

ମେଷ: ପରିଶ୍ରମର ସକାରାତ୍ମକ ଫଳ ମିଳିବ। ଆପଣ କିଛି ନୂଆ ଲୋକ ଓ ବିଦେଶୀଙ୍କ ସହିତ ମିଶିବେ। କୌଣସି କ˚ପାନିରୁ ଚାକିରିର ଇମେଲ୍‌ ଆସିପାରେ। ବନ୍ଧୁ ଆପଣଙ୍କ ପ୍ରତି ଖୁସି ରହିବେ। ଶୁଭରଙ୍ଗ: ମାଜେଣ୍ତା। ଆରାଧନା: ମାଆ ସୁରେଶ୍ବରୀ। ବୃଷ: ଜୀବନରେ କ’ଣ ପାଇଛନ୍ତି, କ’ଣ ହରାଇଛନ୍ତି; ସେହି…
ଅଧିକ ଖବର ଦେଖନ୍ତୁ...

ଜାଣନ୍ତୁ ଆଜିର ରାଶିଫଳ

ମେଷ: ପ୍ରଭୁଙ୍କ ସ୍ମରଣରେ ମନରେ ସକାରାତ୍ମକ ଶକ୍ତି ସ˚ଚାର ହେବ। ମହତ୍ତ୍ବପୂର୍ଣ୍ଣ ଲୋକଙ୍କ ସହିତ ଯୋଗାଯୋଗ ହୋଇପାରେ। ନୂଆ ବ୍ୟବସାୟ ଆରମ୍ଭ କରିପାରନ୍ତି। ପ୍ରେମ ସମ୍ବନ୍ଧରେ ଗଭୀରତା ବୃଦ୍ଧି ହେବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ମାଣିକେଶ୍ବରୀ। ବୃଷ: ଆଜି କିଛି ନୂଆ କରିବାର…
ଅଧିକ ଖବର ଦେଖନ୍ତୁ...

ଜାଣନ୍ତୁ ଆସନ୍ତାକାଲିର ରାଶିଫଳ

ମେଷ: ପ୍ରଭୁଙ୍କ ସ୍ମରଣରେ ମନରେ ସକାରାତ୍ମକ ଶକ୍ତି ସ˚ଚାର ହେବ। ମହତ୍ତ୍ବପୂର୍ଣ୍ଣ ଲୋକଙ୍କ ସହିତ ଯୋଗାଯୋଗ ହୋଇପାରେ। ନୂଆ ବ୍ୟବସାୟ ଆରମ୍ଭ କରିପାରନ୍ତି। ପ୍ରେମ ସମ୍ବନ୍ଧରେ ଗଭୀରତା ବୃଦ୍ଧି ହେବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ମାଣିକେଶ୍ବରୀ। ବୃଷ: ଆଜି କିଛି ନୂଆ କରିବାର…
ଅଧିକ ଖବର ଦେଖନ୍ତୁ...

ଜାଣନ୍ତୁ ଆଜିର ରାଶିଫଳ

ମେଷ: କ୍ରମାଗତ ପ୍ରୟାସରେ ଆପଣଙ୍କୁ ସଫଳତା ମିଳିବ। ସରକାରୀ କାମ ପୂରା ହେବ। ସାମାଜିକ କାର୍ଯ୍ୟରେ ମହତ୍ତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିବେ। ବ୍ୟବସାୟ ସମ୍ବନ୍ଧରେ ରାଜ୍ୟ ବାହାରକୁ ଯାଇପାରନ୍ତି। ଶୁଭରଙ୍ଗ: ଧଳା। ଆରାଧନା: ହର ପାର୍ବତୀ। ବୃଷ: ଆଜି ଆପଣ ଊର୍ଜା ଓ…
ଅଧିକ ଖବର ଦେଖନ୍ତୁ...

ଜାଣନ୍ତୁ ଆଜିର ରାଶିଫଳ

ମେଷ: ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ। ମିତ୍ରଙ୍କ ସହଯୋଗ ପାଇ ଶତ୍ରୁଙ୍କୁ ପରାଜିତ କରିବେ। ବିଦ୍ୟୁତ୍‌ ଉପକରଣ ଦୋକାନ ଖୋଲିବା ଲାଗି ଦିନଟି ଉତ୍ତମ। ଚାକିରି ଖୋଜୁଥିବା ମହିଳାଙ୍କୁ ବଢ଼ିଆ ଚାକିରି ମିଳିବ। ଶୁଭରଙ୍ଗ: ବାଦାମୀ। ଆରାଧନା: ବାବା ଆଖଣ୍ତଳମଣି। ବୃଷ: ଦିନଟି…
ଅଧିକ ଖବର ଦେଖନ୍ତୁ...

ଜାଣନ୍ତୁ ଏ ସପ୍ତାହର ରାଶିଫଳ

ରବି ଓ ସୋମବାର: ଆର୍ଥିକ ସ୍ଥିତି ଠିକ୍‌ ରହିବ। ମଙ୍ଗଳ ଓ ବୁଧବାର: ସାମାଜିକ କାର୍ଯ୍ୟରେ ଯୋଗ ଦେବେ। ଗୁରୁ ଓ ଶୁକ୍ରବାର: କୌଣସି ନୂଆ ସୁଯୋଗ ମିଳିବ। ଶନିବାର: ସମ୍ମାନିତ ଲୋକଙ୍କ ସହିତ ମିଶିବେ। ରବି ଓ ସୋମବାର: ମନ ମସ୍ତିଷ୍କର ବୋଝ ହାଲୁକା ହେବ। ମଙ୍ଗଳ ଓ ବୁଧବାର: ଧନଲାଭ ହେବ। ଗୁରୁ…
ଅଧିକ ଖବର ଦେଖନ୍ତୁ...

ଜାଣନ୍ତୁ ଆଜିର ରାଶିଫଳ

ମେଷ: କ୍ୟାରିୟର ଗଢ଼ିବା ପାଇଁ ନୂଆ ସୁଯୋଗ ଆସିବ। ବଜାରରେ ବାକି ପଡ଼ିଥିବା ପଇସା ପାଇବେ। ବ୍ୟବସାୟରେ ବଡ଼ ସଉଦା ପାଇଁ ସ୍ବାକ୍ଷର କରିବେ। ସନ୍ଧ୍ୟାରେ ବନ୍ଧୁମାନଙ୍କ ସହିତ ସମୟ ହସଖୁସିରେ କଟିବ। ଶୁଭରଙ୍ଗ: ମାଜେଣ୍ତା। ଆରାଧନା: ମାଆ ଭଦ୍ରକାଳୀ। ବୃଷ: ମାତାପିତାଙ୍କ ସ୍ନେହ ପାଇବେ।…
ଅଧିକ ଖବର ଦେଖନ୍ତୁ...

ଜାଣନ୍ତୁ ଆଜିର ରାଶିଫଳ

ମେଷ: ଦିନଟି ଆପଣଙ୍କ ଲାଗି ଆନନ୍ଦମୟ ରହିବ। ଯାହା ବି କାମ କରିବେ, ଲାଭ ପାଇବେ। ନେତା ଓ ଉଚ୍ଚଅଧିକାରୀଙ୍କ ସହଯୋଗ ମିଳିବ। ପରିବାରର ସବୁ ସଦସ୍ୟ ଆପଣଙ୍କ ପ୍ରତି ଖୁସି ରହିବେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ପାଟଣେଶ୍ବରୀ। ବୃଷ: ବହୁତ ସୁଯୋଗ ଆପଣଙ୍କୁ ଅପେକ୍ଷା କରି…
ଅଧିକ ଖବର ଦେଖନ୍ତୁ...