ଜୁଲାଇ ୪ରେ ଅର୍ଥନୈତିକ ସର୍ଭେ ଉପସ୍ଥାପନ ହେବ

ନୂଆଦିଲ୍ଲୀ: ବଜେଟ୍ ଅଧିବେଶନ ଗତ ୧୭ ତାରିଖରୁ ଆରମ୍ଭ ହୋଇଥିବାବେଳେ ଆସନ୍ତା ୪ ତାରିଖରେ ଅର୍ଥମନ୍ତ୍ରୀ ନିର୍ମତା ସୀତାରମଣ ୨୦୧୮-୧୯ ଆର୍ଥିକ ବର୍ଷ ପାଇଁ ଅର୍ଥନୈତିକ ସର୍ଭେ ରିପୋର୍ଟ ସଂସଦରେ ଉପସ୍ଥାପନ କରିବେ। ଏହାର ପରଦିନ ଅର୍ଥାତ୍ ଜୁଲାଇ ୫ ତାରିଖରେ ଅର୍ଥମନ୍ତ୍ରୀ ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍ ଆଗତ କରିବେ। ୫ ତାରିଖ ପୂର୍ବାହ୍ନ ୧୧ଟାରେ ବଜେଟ୍ ଆଗତ ହେବାର ସମ୍ଭାବନା ରହିଛି।

ସମ୍ବନ୍ଧିତ ଖବର