ଛେଳି ଚୋରିକୁ କେନ୍ଦ୍ର କରି ହତ୍ୟାକାଣ୍ଡ, ଅଭିଯୁକ୍ତ ଫେରାର୍
ଗଡ଼ପୋଷ : ସମ୍ବଲପୁର ଜିଲ୍ଲା ବାମରା ବ୍ଲକ୍ ଗଡ଼ପୋଷ ଫାଣ୍ଡି ଅନ୍ତର୍ଗତ ରବଗା ପଞ୍ଚାୟତର ଜୁରାପାଲି ଗାଁରେ ଛେଳି ଚୋରିକୁ କେନ୍ଦ୍ର କରି ରାଜକୁମାର ନାଏକ (୪୫) ନାମକ ଜଣେ ଯୁବକଙ୍କ ହତ୍ୟା କରାଯାଇଛି। ମୃତକଙ୍କ ପତ୍ନୀ ମଲ୍ଲୀ ନାଏକଙ୍କ ଅଭିଯୋଗକ୍ରମେ ପୁଲିସ୍ ମାମଲା ରୁଜୁ କରି ତଦନ୍ତ ଆରମ୍ଭ…
ଅଧିକ ଖବର ଦେଖନ୍ତୁ...
ଅଧିକ ଖବର ଦେଖନ୍ତୁ...