ପ୍ରଥମ ପର୍ଯ୍ୟାୟରେ ହେବାକୁ ଥିବା ୪ଟି ଲୋକସଭା ଓ ୨୮ଟି ବିଧାନସଭା ଆସନ ପାଇଁ ସରିଲା ନାମାଙ୍କନ ପତ୍ର ଦାଖଲର ସମୟସୀମା
ଭୁବନେଶ୍ୱର : ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ନାମାଙ୍କନ ଦାଖଲର ସମୟସୀମା ଶେଷ ହୋଇଛି । ପ୍ରଥମ ପର୍ଯ୍ୟାୟରେ ହେବାକୁ ଥିବା ୪ଟି ଲୋକସଭା ଓ ୨୮ଟି ବିଧାନସଭା ଆସନ ପାଇଁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ପ୍ରାର୍ଥୀ । କିଏ ଦଳୀୟ ଟିକେଟରୁ ତ ପୁଣି କିଏ ସ୍ୱାଧୀନ ପ୍ରାର୍ଥୀ ଭାବେ…
ଅଧିକ ଖବର ଦେଖନ୍ତୁ...
ଅଧିକ ଖବର ଦେଖନ୍ତୁ...