ନବରଙ୍ଗପୁର: ହାଟପଦା ସାହିରେ ପକ୍କା ରାସ୍ତା ନିର୍ମାଣ ଦାବି
ଡାବୁଗାଁ: ନବରଙ୍ଗପୁର ଜିଲ୍ଲାର ଡାବୁଗାଁ ସଦର ଡଙ୍ଗରିଗୁଡ଼ା ପଞ୍ଚାୟତ ଅନ୍ତର୍ଗତ ହାଟପଦା ତଳ ସାହିର ରାସ୍ତା ମରଣଯନ୍ତା ପାଲଟିଛି। ଦୀର୍ଘ ଦିନ ହେଲା ସାହି ବାସିନ୍ଦା ଏ ନେଇ ବିଭାଗୀୟ ଅଧିକାରୀ ଓ ସ୍ଥାନୀୟ ସରପଞ୍ଚଙ୍କୁ ଗୁହାରି କରୁଥିଲେ ସୁଦ୍ଧା ଅଦ୍ୟାବଧି ପକ୍କା ରାସ୍ତା ନିର୍ମାଣ ଦିଗରେ…
ଅଧିକ ଖବର ଦେଖନ୍ତୁ...
ଅଧିକ ଖବର ଦେଖନ୍ତୁ...