ଚେନ୍ନାଇ ସୁପରଫାଷ୍ଟ ଏକ୍ସପ୍ରେସ୍‌ରେ କଟି ଯୁବକଙ୍କ ମୃତ୍ୟୁ

ପୁରୀ: ନିରାକାରପୁରରେ ଶନିବାର ଚେନ୍ନାଇ ସୁପରଫାଷ୍ଟ ଏକ୍ସପ୍ରେସ୍‌ରେ କଟି ଯାଇ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି।
ସୂଚନାଯୋଗ୍ୟ, ନିରାକାରପୁର ଲେବୁଲ କ୍ରସିଂ ନିକଟରେ ଜଣେ ଯୁବକଙ୍କ ମୃତଦେହ ପଡ଼ିଥିବା ସ୍ଥାନୀୟଲୋକମାନେ ଶନିବାର ଦେଖିବାକୁ ପାଇଥିଲେ। ତେବେ ଉକ୍ତ ଯୁବକ ଜଣକ ଚେନ୍ନାଇ ସୁପରଫାଷ୍ଟ ଏକ୍ସପ୍ରେସରେ କଟିଯିବାରୁ ତାଙ୍କର ମୃତ୍ୟୁ ହୋଇଥିବା କେତେଜଣ ପ୍ରତ୍ୟେକ୍ଷଦର୍ଶୀ କହିଛନ୍ତି। ତେବେ ରିପୋର୍ଟ ଲେଖାହେଲା ପର୍ଯ୍ୟନ୍ତ ଉକ୍ତ ଯୁବକଙ୍କ ପରିଚୟ ମିଳି ପାରି ନଥିଲା।

ସମ୍ବନ୍ଧିତ ଖବର