ବଲାଙ୍ଗୀରରେ ଭାଗ୍ୟପରୀକ୍ଷା ଆଜି : ନିର୍ବାଚନ ମଇଦାନରେ ଅବତୀର୍ଣ୍ଣ ହୋଇଛନ୍ତି ଏହି ପ୍ରମୁଖ ପ୍ରାର୍ଥୀ

0

ଦ୍ୱିତୀୟ ପର୍ଯ୍ୟାୟରେ ବଲାଙ୍ଗୀର  ଲୋକସଭା  ନିର୍ବାଚନ ମଣ୍ଡଳୀ ପାଇଁ ଭୋଟ ଗ୍ରହଣ ଚାଲିଛି । ଏହି ଲୋକସଭା ଆସନ ପାଇଁ ବିଜୁ ଜନତା ଦଳ, ଭାରତୀୟ ଜନତା ପାର୍ଟି ଓ କଂଗ୍ରେସ ମଧ୍ୟରେ ତୀବ୍ର ପ୍ରତିଦ୍ୱନ୍ଦ୍ୱିତା ହେଉଛି ।  ଆସନ୍ତୁ ଦେଖିବା ବଲାଙ୍ଗୀର ଲୋକସଭା ନିର୍ବାଚନ ମଣ୍ଡଳୀ ଏବଂ ଏଥି ଅନ୍ତର୍ଗତ ୭ଟି ବିଧାନସଭା କ୍ଷେତ୍ରରୁ କିଏ କେଉଁ ଦଳରୁ ଲଢ଼ୁଛନ୍ତି…

 

 

 

 

ସମ୍ବନ୍ଧିତ ଖବର

Leave A Reply

Your email address will not be published.