ବାଲେଶ୍ୱର: ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୪ ଗୁରୁତର

ବାଲେଶ୍ୱର: ବାଲେଶ୍ୱର ସଦର ଥାନା ଅନ୍ତର୍ଗତ ସରଗାଁ ଠାରେ ରବିବାର ଅପରାହ୍ନରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୪ଜଣ ଆହତ ହେବା ପରେ ସେମାନଙ୍କୁ ଗୁରୁତର ଅବସ୍ଥାରେ ଜିଲ୍ଲା ସଦର ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଆହାତମାନେ ହେଲେ ଅଜୁ ସିଂହ (୨୦), ଶିବୁ ଦାସ (୨୧), ଟିପୁ ସିଂହ (୬୦) ଓ ବୁଲେଟ ସିଂହ (୨୨)। ଚାରିଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ଏମାନଙ୍କୁ କଟକ ବଡ଼ଡାକ୍ତରଖାନା ସ୍ଥାନାନ୍ତର କରାଯାଇପାରେ।

ସମ୍ବନ୍ଧିତ ଖବର