ବାଲେଶ୍ୱର: ଛାତ୍ର ମୃତ୍ୟୁକୁ ନେଇ ବାଲେଶ୍ୱର ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଉତ୍ତେଜନା

ବାଲେଶ୍ୱର: ଚିକିତ୍ସା ଅବହେଳା ଯୋଗୁଁ ଜଣେ ଛାତ୍ରଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ଆଣି ପରିବାର ଓ ସମ୍ପର୍କୀୟ ଲୋକେ ସୋମବାର ରାତି ବାଲେଶ୍ୱର ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଉତ୍ତେଜନା ସୃଷ୍ଟି କରିଛନ୍ତି।

ସମ୍ବନ୍ଧିତ ଖବର