ଅନୁସନ୍ଧାନ କରୁଥିବା ବର୍ଗ

ଭଦ୍ରକ

ସୂଚନାଫଳକ ପଡ଼ି ପ୍ରଥମ ଶ୍ରେଣୀ ଛାତ୍ର ମୃତ: ଉଚ୍ଚପଦା ପ୍ରାଥମିକ ବିଦ୍ୟାଳୟରେ ଅଘଟଣ

ଭଦ୍ରକ/ଅସୁରାଳି: ଭଦ୍ରକ ଜିଲ୍ଲା ଧାମନଗର ବ୍ଲକ୍‌ ଗଢ଼ିଆଳି ପଞ୍ଚାୟତର ଉଚ୍ଚପଦା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଏକ ମର୍ମନ୍ତୁଦ ଅଘଟଣ ଘଟିଛି। ସ୍କୁଲ୍‌ କାନ୍ଥରେ ଡେରା ହୋଇଥିବା କଂକ୍ରିଟ୍‌ ସୂଚନାଫଳକ ଜଣେ ପ୍ରଥମ ଶ୍ରେଣୀ ଛାତ୍ରଙ୍କ ଉପରେ ଭାଙ୍ଗିପଡ଼ିବାରୁ ତାଙ୍କର ମୃତ୍ୟୁ ହୋଇଛି। ମୃତ…
ଅଧିକ ଖବର ଦେଖନ୍ତୁ...

ସୂଚନା ଫଳକ ପଡ଼ି ଛାତ୍ର ମୃତ୍ୟୁ ଘଟଣା: କ୍ଷତିପୂରଣ ଦାବିରେ ରାସ୍ତାରୋକ କଲେ ଗ୍ରାମବାସୀ

ଅସୁରାଳି: ଭଦ୍ରକ ଜିଲ୍ଲା ଧାମନଗର ବ୍ଲକ ଗଢ଼ିଆଳି ପଞ୍ଚାୟତ ସ୍ଥିତ ଉଚ୍ଚପଦା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ବୁଧବାର ଏକ ଅଘଟଣ ଘଟିଛି। ସ୍କୁଲ କାନ୍ଥକୁ ଲାଗି ରହିଥିବା ଏକ ଫଟା ସୂଚନା ଫଳକ ଭାଙ୍ଗି ପଡ଼ିବାରୁ ଜଣେ ପ୍ରଥମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତ ଛାତ୍ର ହେଉଛନ୍ତି ଉଚ୍ଚପଦା…
ଅଧିକ ଖବର ଦେଖନ୍ତୁ...

ବିଦ୍ୟାଳୟର ଫଳକ ତଳେ ଚାପି ହୋଇଗଲା ୬ବର୍ଷର ଶିଶୁ

ଭଦ୍ରକ: ଧନ ତୁ ଉଠରେ ଧନ...। ମୋ ଧନଟା ପରା ଆମକୁ କନ୍ଦାଇ ତୁ କଣ ପାଉଛୁ ତୁ ଉଠିପଡ଼ରେ ଧନ...। ଭଦ୍ରକ ମେଡିକାଲ ପରିସର କାନ୍ଦ ବୋବାଳିରେ ଫାଟି ପଡୁଛି। କାରଣ ୬ ବର୍ଷର କୁନି ପୁଅଟି ସ୍କୁଲରେ ଖେଳୁଥିବା ବେଳେ ଆଖିବୁଜି ଦେଇଛି। ବାପା ମା ଚେତାଶୂନ୍ୟ ହୋଇଯାଉଛନ୍ତି ଆଉ ତାଙ୍କୁ ଦେଖି…
ଅଧିକ ଖବର ଦେଖନ୍ତୁ...

୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା: ୟେଲୋୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଦକ୍ଷିଣ-ପୂର୍ବ ଝାଡ଼ଖଣ୍ଡ ଓ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଏବେ ଗାଙ୍ଗେୟ ଉପତ୍ୟକା ପଶ୍ଚିମବଙ୍ଗର ପଶ୍ଚିମ ଭାଗ ଏବଂ ସଂଲଗ୍ନ ଝାଡ଼ଖଣ୍ଡର ପଶ୍ଚିମ ଭାଗ ଉପରେ ରହିଛି। ଏବଂ ଏହାସହ ଜଡ଼ିତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ୭.୬ କିଲୋମିଟର ଉଚ୍ଚତାରେ…
ଅଧିକ ଖବର ଦେଖନ୍ତୁ...

୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୫ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ୧୦ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଗତକାଲି (ସୋମବାର) ଦକ୍ଷିଣ-ପଶ୍ଚିମ ଝାଡ଼ଖଣ୍ଡ ଏବଂ ଏହାର ସଂଲଗ୍ନ ଉତ୍ତର ଛତିଶଗଡ଼ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଏବେ ଦକ୍ଷିଣ ଝାଡ଼ଖଣ୍ଡ ଓ ଏହାର ଆଖପାଖ ଅଞ୍ଚଳରେ ରହିଛି ଏବଂ ସମୁଦ୍ର ପତନଠାରୁ ୭.୬ କିଲୋମିଟର ଉଚ୍ଚତା ସହିତ ଦକ୍ଷିଣ ଦିଗକୁ ଗତି କରୁଛି। ଏହାର ପ୍ରଭାବରେ…
ଅଧିକ ଖବର ଦେଖନ୍ତୁ...

୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୬ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ୧୧ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ବଙ୍ଗୋପସାଗରରେ ସକ୍ରିୟ ଥିବା ଗତକାଲିର ସଦୃଶ ଲଘୁଚାପ କ୍ଷେତ୍ର ଦୁର୍ବଳ ହୋଇ ଆଜି ଲଘୁଚାପ କ୍ଷେତ୍ରରେ ପରିଣତ ହୋଇ ଏବେ ଦକ୍ଷିଣ-ପଶ୍ଚିମ ଝାଡ଼ଖଣ୍ଡ ଓ ଏହାର ସଂଲଗ୍ନ ଉତ୍ତର ଛତିଶଗଡ଼ ଉପରେ ରହିଛି। ତେବେ, ଏହାର ପ୍ରଭାବରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରେ ସକ୍ରିୟ ରହିଛି।…
ଅଧିକ ଖବର ଦେଖନ୍ତୁ...

ଆନନ୍ଦପୁର-ଭଦ୍ରକ ୫୩ ନଂ ରାଜ୍ୟ ରାଜପଥରେ ବାଇକ ଉପରେ ଚଢ଼ିଗଲା ଟ୍ରକ୍: ଚାଲିଗଲା ଦୁଇ ଆରୋହୀଙ୍କ ଜୀବନ

ହାଟଡିହି: ଆନନ୍ଦପୁର- ଭଦ୍ରକ ୫୩ ନଂ ରାଜ୍ୟ ରାଜପଥର ଚଣ୍ଡୀ ବିରଞ୍ଚିପୁର ଛକ ନିକଟରେ ବାଇକ ଉପରେ ଚଢ଼ିଗଲା ଟ୍ରକ୍। ଘଟଣାସ୍ଥଳରେ ଦୁଇ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଛି। ସୂଚନାରୁ ଜଣାଯାଇଛି କି ଆଜି ଦିନ ୧୧ଟା ବେଳେ ଦୁଇଜଣ ବାଇକ ଆରୋହୀ ଦ୍ରୁତଗତିରେ ଆନନ୍ଦପୁର ପଟୁ ଭଦ୍ରକ ଆଡ଼କୁ ଯାଉଥିବା…
ଅଧିକ ଖବର ଦେଖନ୍ତୁ...

୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୭ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ୧୮ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଗତକାଲି (ଶନିବାର) ସୃଷ୍ଟି ହୋଇଥିବା ସଦୃଶ୍ୟ ଲଘୁଚାପ ଏବେ ଗାଙ୍ଗେୟ ଉପତ୍ୟକା, ପଶ୍ଚିମବଙ୍ଗର ପଶ୍ଚିମ ଭାଗ ଏବଂ ସଂଲଗ୍ନ ଝାଡ଼ଖଣ୍ଡର ପଶ୍ଚିମ ଭାଗରେ ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଧୀରେ ଧୀରେ ଉତ୍ତର ପଶ୍ଚିମ ଦିଗକୁ ଗତି କରିବାର…
ଅଧିକ ଖବର ଦେଖନ୍ତୁ...

ମାନସିକ ଭାରସାମ୍ୟ ହରାଇ ବ୍ଲେଡରେ ନିଜର ଗୁପ୍ତାଙ୍ଗ କାଟିଲା ବିଚାରାଧୀନ ବନ୍ଦୀ

ଭଦ୍ରକ: ଜଣେ ବିଚାରଧୀନ ବନ୍ଦୀ ଶନିବାର ଦିନ ଭଦ୍ରକ ଅଭାବନୀୟ କାଣ୍ଡ କରିଛି। ବନ୍ଦୀ ଜଣକ ମାନସିକ ଭାରସାମ୍ୟ ହରାଇ ବ୍ଲେଡରେ ନିଜର ଗୁପ୍ତାଙ୍ଗ ଓ ହାତକୁ କାଟିଦେଇଛି। ଜେଲରେ ବନ୍ଦୀ ଜୀବନ ବିତାଉଥିବା ବ୍ୟକ୍ତି ହେଲେ ସୁଶାନ୍ତ ମାଝୀ। ସୂଚନା ଅନୁସାରେ ଭଦ୍ରକ ଜିଲ୍ଲା ତିହିଡ଼ି ଅଞ୍ଚଳର…
ଅଧିକ ଖବର ଦେଖନ୍ତୁ...

ସକ୍ରିୟ ହେଲା ଲଘୁଚାପ, ଆଜିଠୁ ୫ଦିନ ଯାଏ ବର୍ଷାରେ ଭିଜିବ ଓଡ଼ିଶା

ଭୁବନେଶ୍ବର: ସକ୍ରିୟ ହେଲା ଲଘୁଚାପ। ଆଜିଠୁ ୫ଦିନ ଯାଏ ବର୍ଷାରେ ଭିଜିବ ଓଡ଼ିଶା। ଗତକାଲିର ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର-ପୂର୍ବ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ‌କ୍ଷେତ୍ର ଆଜି ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଘନୀଭୂତ ହୋଇ ଏକ ସୁଦୃଶ…
ଅଧିକ ଖବର ଦେଖନ୍ତୁ...