ଅନୁସନ୍ଧାନ କରୁଥିବା ବର୍ଗ

ଭଦ୍ରକ

ପ୍ରୟାସକାନ୍ତି ସାମଲଙ୍କୁ ପ୍ରାୟ ୧୮ ଘଣ୍ଟାର ଜେରା: ଭୋର ସାଢ଼େ ୪ଟାରେ ଛାଡ଼ିଲା ଇଡି

ଭୁବନେଶ୍ବର: ବରପଦା ଇଞ୍ଜିନିୟରିଂ କଲେଜର ଜମି ଦୁର୍ନୀତି ମାମଲାରେ ଇଡିରେ ହାଜର ହୋଇଥିବା ଭଦ୍ରକ ଜିଲ୍ଲାର ଭଣ୍ଡାରୀପୋଖରୀ ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତି ସାମଲଙ୍କୁ ପ୍ରାୟ ୧୮ ଘଣ୍ଟାର ଜେରା କରାଯାଇଥିଲା। ଆଜି ଭୋର ସାଢ଼େ ୪ଟାରେ ପ୍ରୟାସକାନ୍ତି ଇଡି କାର୍ଯ୍ୟାଳୟରୁ…
ଅଧିକ ଖବର ଦେଖନ୍ତୁ...

ଭଦ୍ରକ ଗୁଜୁରାଟୀ ସମାଜର ମହାନତା: ବାବା ଆଖଣ୍ତଳମଣିଙ୍କୁ ରୁପା ଛାଉଣି, ଶକ୍ତି ମୂର୍ତ୍ତି ଦାନ

ଆରଡ଼ି: ଭଦ୍ରକ ଜିଲ୍ଲା ଆରଡ଼ିର ବାବା ଆଖଣ୍ତଳମଣିଙ୍କ ଉଦ୍ଦେଶ୍ୟରେ ଭଦ୍ରକ ଗୁଜୁରାଟୀ ସମାଜ ପକ୍ଷରୁ ୧ କୁଇଣ୍ଟାଲ୍‌ ୨୬ କେଜି ଓଜନର ରୁପା ଛାଉଣି ଓ ଶକ୍ତି ମୂର୍ତ୍ତି ଦାନ ଦିଆଯାଇଛି। ଆଶୋକ ଭାୟାଣୀଙ୍କ ନେତୃତ୍ବରେ ଆଜି ଉକ୍ତ ଦାନ ମନ୍ଦିର ପ୍ରଶାସନକୁ ହସ୍ତାନ୍ତର କରାଯାଇଛି। ଛାଉଣି ଓ ଶକ୍ତି…
ଅଧିକ ଖବର ଦେଖନ୍ତୁ...

ଇଡିରେ ହାଜର ହେଲେ ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତି

ଭୁବନେଶ୍ବର: ଇଡିରେ ହାଜର ହେଲେ ଭଦ୍ରକ ଜିଲ୍ଲାର ଭଣ୍ଡାରୀପୋଖରୀ ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତି ସାମଲ। ବରପଦା ଇଞ୍ଜିନିୟରିଂ କଲେଜ ଜମି ମାମଲାରେ ଜେରା ପାଇଁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟରେ ହାଜର ହୋଇଛନ୍ତି ସେ। ପ୍ରଫୁଲ ସାମଲ ଓ ତାଙ୍କ ପୁଅ ପ୍ରୟାସକାନ୍ତିଙ୍କୁ ଇଡିରେ…
ଅଧିକ ଖବର ଦେଖନ୍ତୁ...

ବିଜେପିରେ ମିଶିଲେ ବିଧାୟକ ପ୍ରେମାନନ୍ଦ ନାୟକ, ଭଦ୍ରକର ପୂର୍ବତନ ବିଧାୟକ ନରେନ ପଲେଇ ଓ ଧାମନଗରର ପୂର୍ବତନ ବିଧାୟକ…

ଭୁବନେଶ୍ବର: ବିଜେଡି ଛାଡ଼ିଥିବା ତେଲକୋଇ ବିଧାୟକ ପ୍ରେମାନନ୍ଦ ନାୟକ, ଭଦ୍ରକର ପୂର୍ବତନ ବିଧାୟକ ନରେନ ପଲେଇ ଓ ଧାମନଗରର ପୂର୍ବତନ ବିଧାୟକ ରାଜେନ୍ଦ୍ର ଓରଫ ରାଜୁ ଦାସ ଆଜି ବିଧିବଦ୍ଧ ଭାବେ ବିଜେପିରେ ଯୋଗ ଦେଇଛନ୍ତି। ଆଜି ରାଜ୍ୟ ବିଜେପି କାର୍ଯ୍ୟାଳୟରେ ମିଶ୍ରଣ ପର୍ବରେ ଏମାନଙ୍କୁ ଦଳୀୟ…
ଅଧିକ ଖବର ଦେଖନ୍ତୁ...

ପାରିବାରିକ କଳହର କୁପରିଣତି: ଝୁଲି ପଡ଼ିଲେ ଭାଇ-ଭଉଣୀ

ଭଦ୍ରକ,/ଆସୁରାଲି/କୋଠାର: ପାରିବାରିକ କଳହ ଗୋଟିଏ ପରିବାରକୁ ଦାରୁଣ ଦୁଃଖ ପହଞ୍ଚାଇଛି। ଦୁଇ ବାପାଙ୍କ କଳିରେ ଅତିଷ୍ଠ ଭାଇ ଭଉଣୀ ଶେଷରେ ଜୀବନ ହାରି ଦେଇଛନ୍ତି। ଏଭଳି ସମ୍ବେଦନଶୀଳ ଘଟଣା ଦେଖିବାକୁ ମିଳିଛି ଭଦ୍ରକ ଜିଲ୍ଲା ଧାମନଗର ବ୍ଲକର କୋଠାର ଗାଁରେ। ଏହି ଅଭାବନୀୟ ଘଟଣା ସ୍ଥାନୀୟ…
ଅଧିକ ଖବର ଦେଖନ୍ତୁ...

ବିଜେପିରେ ଯୋଗ ଦେବେ ଧାମନଗରର ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ

ଭୁବନେଶ୍ବର: ଧାମନଗରର ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ ବିଜେପିରେ ଯୋଗ ଦେବେ ବୋଲି ଜଣାଯାଇଛି । ଆସନ୍ତା ୪ ତାରିଖରେ ବିଜେପିରେ ବିଧିବଦ୍ଧ ଭାବେ ସାମିଲ ହେବେ ରାଜେନ୍ଦ୍ର । ଏହାପୂର୍ବରୁ ବିଜେଡି ଟିକେଟରେ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ରାଜୁ । ତେବେ ଧାମନଗର ଉପ-ନିର୍ବାଚନରେ…
ଅଧିକ ଖବର ଦେଖନ୍ତୁ...

ସୁନା କିଣୁଥିବାବେଳେ ଧରାପଡିଲା ଏଟିଏମ୍ ଲୁଟେରା

ଭଦ୍ରକ: ଭଦ୍ରକରେ ଚଞ୍ଚକତା କରି ଏଟିଏମ କାର୍ଡ ଲୁଟିଲେ ଲୁଟେରା। ତେବେ ସୁନା କିଣିଲାବେଳେ ସିସିଟିଭିରେ ଧରାପଡିଯାଇଛି ଲୁଟେରା । ଘଟଣାରୁ ପ୍ରକାଶ ଯେ, ଭଦ୍ରକ ଜିଲ୍ଲା ସାଵରଙ୍ଗ ଥାନା ଅଧିନ ଭଵାନୀବିନ୍ଧା ଗାଁର ପ୍ରତାପ ଚନ୍ଦ୍ର ମହାନ୍ତି ଗତ ଫେଵୃଆରୀ ମାସର ୯ ତାରିଖରେ ବାରିକଛକ…
ଅଧିକ ଖବର ଦେଖନ୍ତୁ...

ଭଦ୍ରକର ପୂର୍ବତନ ପୌରାଧ୍ୟକ୍ଷ ମାନସ କୁମାର ମହାନ୍ତିଙ୍କ ପରଲୋକ

ଭଦ୍ରକ: ଭଦ୍ରକର  ପୂର୍ବତନ ପୌରାଧ୍ୟକ୍ଷ  ମାନସ କୁମାର ମହାନ୍ତିଙ୍କର ଗୁରୁବାର ପରଲୋକ ହୋଇଯାଇଛି। ଭୁବନେଶ୍ବରର ଏକ ଘରୋଇ ହସିପିଟାଲରେ ଆଜି ଅପରାହ୍ନ ୩ଟା ୪୦ ମିନିଟରେ ତାଙ୍କର ହୃଦଘାତରେ ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ  ତାଙ୍କୁ ୭୨ ବର୍ଷ ବୟସ ହୋଇଥିଲା। ସ୍ବର୍ଗତ ମହାନ୍ତି…
ଅଧିକ ଖବର ଦେଖନ୍ତୁ...

ନାବାଳିକା ଦୁଷ୍କର୍ମ ମାମଲା: ଦୁଷ୍କର୍ମକାରୀକୁ ୨୦ ବର୍ଷ ଜେଲଦଣ୍ଡ, ୨୦ ହଜାର ଟଙ୍କା ଜରିମାନା

ଭଦ୍ରକ: ନାବାଳିକା ଯୌନ ନିର୍ଯାତନା ମାମଲାରେ ଭଦ୍ରକ ସ୍ୱତନ୍ତ୍ର ଫାଷ୍ଟ ଟ୍ରାକ କୋର୍ଟ ମିନତୀ ପଣ୍ଡା ଆଜି ଧାମନଗର ଥାନା ଭଗିବିନ୍ଧା ଗ୍ରାମର ରମେଶ କୁଣ୍ଡୁଙ୍କ ପୁତ୍ର ତଥା ଦୁଷ୍କର୍ମକାରୀକୁ ମୋହନ କୁମାରକୁ ୨୦ବର୍ଷ ସଶ୍ରମ କାରାଦଣ୍ଡ ଓ ୨୦ ହଜାର ଟଙ୍କା ଜରିମାନା ଆଦେଶ ଦେଇଛନ୍ତି। ଜରିମାନା…
ଅଧିକ ଖବର ଦେଖନ୍ତୁ...

ଇଡିରେ ହାଜର ହେଲେ ଭଣ୍ଡାରୀପୋଖରୀ ବିଧାୟକ ପ୍ରଫୁଲ୍ଲ ସାମଲ

ଭୁବନେଶ୍ବର: ଇଡିରେ ହାଜର ହେଲେ ଭଦ୍ରକ ଜିଲ୍ଲାର ଭଣ୍ଡାରୀପୋଖରୀ ବିଧାୟକ ପ୍ରଫୁଲ୍ଲ ସାମଲ। ବରପଦା ଇଞ୍ଜିନିୟରିଂ କଲେଜ ଜମି ମାମଲାରେ ଜେରା ପାଇଁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟରେ ହାଜର ହୋଇଛନ୍ତି ସେ। ପ୍ରଫୁଲ ସାମଲ ଓ ତାଙ୍କ ପୁଅ ପ୍ରୟାସକାନ୍ତିଙ୍କୁ ଇଡିରେ ହାଜର ହେବାକୁ ନୋଟିସ୍ ହୋଇଥିଲା।…
ଅଧିକ ଖବର ଦେଖନ୍ତୁ...