ଭଦ୍ରକ ଜିଲ୍ଲା କୋ-ଅପରେଟିଭ୍‌ ବ୍ୟାଙ୍କ ମ୍ୟାନେଜରଙ୍କ ଘରେ ଭିଜିଲାନ୍ସ ବିଭାଗର ଚଢ଼ାଉ

ଭଦ୍ରକ: ଆୟବର୍ହିଭୂତ ସଂପତ୍ତି ଅଭିଯୋଗରେ ଭିଜିଲାନ୍ସ ବିଭାଗ ମଙ୍ଗଳବାର ଭଦ୍ରକ ଜିଲ୍ଲା କେ-ଅପରେଟିଭ୍‌ ବ୍ୟାଙ୍କ ମ୍ୟାନେଜରଙ୍କ ଘରେ ଚଢ଼ାଉ କରିଛି। ବାଲେଶ୍ୱର ଭିଜିଲାନ୍ସ ଏସ୍‌ପିଙ୍କ ନିର୍ଦ୍ଦେଶରେ ବ୍ୟାଙ୍କ ମ୍ୟାନେଜର ଅଜିତ ହୋତାଙ୍କ ଘରେ ଚଢ଼ାଉ ହୋଇଥିବା ଜଣାପଡ଼ିଛି।

ସମ୍ବନ୍ଧିତ ଖବର