ଡିସେମ୍ବରରେ ବାରବାଟୀରେ ଭାରତ-ଶ୍ରୀଲଙ୍କା ଟି-୨୦

0 75

କଟକ: ଐତିହାସିକ ବାରବାଟୀ ଷ୍ଟାଡିୟମରେ ଆଗାମୀ ଡିସେମ୍ବରରେ ଭାରତ-ଶ୍ରୀଲଙ୍କା ମଧ୍ୟରେ ଟି-୨୦ ମ୍ୟାଚ ଆୟୋଜନ ହେବ। ଓଡ଼ିଶା କ୍ରିକେଟ ଆସୋସିଏସନ(ଓସିଏ)ର ଗୁରୁତ୍ୱପୂର୍ଣ୍ଣ ନିର୍ବାଚନ ବୈଠକରେ ରବିବାର ଏହା ଆଲୋଚନା ହୋଇଛି। ବୈଠକରେ ଆଗାମୀ ଟି-୨୦ ଅନ୍ତର୍ଜାତୀୟ ମ୍ୟାଚର ଆୟୋଜନ ନେଇ ଆଲେଚନା ହୋଇଛି।

ସମ୍ବନ୍ଧିତ ଖବର

Leave A Reply

Your email address will not be published.