ଲାଞ୍ଚ ନେଇ ଧରାପଡ଼ିଲେ ଏସ୍‌ସିବିର କନିଷ୍ଠ କିରାଣୀ

କଟକ : ଜଣେ ପୂର୍ବତନ କର୍ମଚାରୀଙ୍କ ବକେୟା ବିଲ୍‌ ପ୍ରସ୍ତୁତ କରିବା ପାଇଁ ଲାଞ୍ଚ ନେଉଥିବା ବେଳେ ଆଜି ଭିଜିଲାନ୍ସ ଅଧିକାରୀଙ୍କ ହାତରେ ଧରାପଡ଼ିଛନ୍ତି ଏସ୍‌ସିବି ମେଡିକାଲ୍‌ର କନିଷ୍ଠ ଯନ୍ତ୍ରୀ ଦିଲ୍ଲୀପ କୁମାର ରାଉତ। ଏ ସଂକ୍ରାନ୍ତରେ କଟକ ଭିଜିଲାନ୍ସ ଥାନାରେ ଏକ ମାମଲା ରୁଜୁ ହେବା ସହ ତାଙ୍କୁ କୋର୍ଟ ଚାଲାଣ କରାଯାଇଥିବା ସୂଚନା ମିଳିଛି।

ସମ୍ବନ୍ଧିତ ଖବର