ସ୍ୱାମୀ-ପୁଅ ସମ୍ମୁଖରେ ମହିଳାଙ୍କୁ ଦୁଷ୍କର୍ମ ଘଟଣାରେ ୫ ଅଭିଯୁକ୍ତ ଗିରଫ

କେନ୍ଦ୍ରାପଡ଼ା: ପଟ୍ଟାମୁଣ୍ଡାଇ ଥାନା ଅଂଚଳରେ ଗତ ଜୁନ ୨୮ରେ ସ୍ୱାମୀ ଓ ପୁଅ ସମ୍ମୁଖରେ ମହିଳାଙ୍କୁ ଦୁଷ୍କର୍ମ ଘଟଣାରେ ପୁଲିସ ୫ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ପୋଇପାଟ ଅଂଚଳରେ ଘଟିଥିବା ଘଟଣାକୁ ନେଇ କେନ୍ଦ୍ରାପଡ଼ା ଏସ୍‌ପି ନୀତି ଶେଖର ଏହି ମଙ୍ଗଳବାର ଏହି ସୂଚନା ଦେଇଛନ୍ତି।

ସମ୍ବନ୍ଧିତ ଖବର