ବରଗଡ଼: ଭିଜିଲାନସ ହାତରେ ଧରାପଡ଼ିଲେ କନିଷ୍ଠ ଯନ୍ତ୍ରୀ

ବରଗଡ଼: ବରଗଡ଼ ଜିଲ୍ଲା ଗାଏସିଲେଟ୍‌ ବ୍ଲକ୍‌ ପୂର୍ତ୍ତ ବିଭାଗର କନିଷ୍ଠ ଯନ୍ତ୍ରୀ ଦିଲ୍ଲୀପ ସାହୁ ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଶ୍ରୀ ସାହୁ ୨ ଲକ୍ଷ ଟଙ୍କାର ବିଲ ପାସ କରିବା ପାଇଁ ପ୍ରତାପ ପଟ୍ଟନାୟକ ନାମକ ଜଣେ ଠିକାଦାରଙ୍କ ଠାରୁ ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ସେଠାରେ ପୂର୍ବରୁ ଉପସ୍ଥିତ ଭିଜିଲାନ୍ସ ଟିମ୍‌ ତାଙ୍କୁ ଧରିଥିଲେ।

ସମ୍ବନ୍ଧିତ ଖବର