ଅନୁସନ୍ଧାନ କରୁଥିବା ବର୍ଗ

କଳାହାଣ୍ଡି

କଳାହାଣ୍ଡିରେ ପ୍ରଥମ: ମହିଳାଙ୍କ ଜୀବନ ନେଲା ସ୍କ୍ରବ୍ ଟାଇଫସ୍‌

ମ.ରାମପୁର: କଳାହାଣ୍ଡି ଜିଲ୍ଲାରେ ସ୍କ୍ରବ୍‌ ଟାଇଫସ୍ ଯୋଗୁ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତ ମହିଳା ଜଣକ ମ.ରାମପୁର ତାଳସାଗର ପଡ଼ାର ଯଶୋଦା ସାହୁ (୩୪) ବୋଲି ଜଣାପଡ଼ିଛି। ଗତ ୩୦ ତାରିଖ ତାଙ୍କର ମୃତ୍ୟୁ ଘଟିଥିବା ବେଳେ ଆଜି ରିପୋର୍ଟ ଆସିବା ପରେ ସ୍କ୍ରବ୍‌ ଟାଇଫସ୍‌ ଯୋଗୁଁ ଜୀବନ…
ଅଧିକ ଖବର ଦେଖନ୍ତୁ...

ପରଂପରାକୁ ଗୁରୁତ୍ବ: ପ୍ରଥମେ ନୂଆଁ ଖାଇଲେ ପଥର୍ଲା ଓ ବାହାଦୁରପଦର ଗ୍ରାମବାସୀ

ଉତ୍କେଲା: ପଶ୍ଚିମ ଓଡ଼ିଶାର ମହାନ୍ କୃଷି ଭିତ୍ତିକ ଗଣପର୍ବ ହେଉଛି ନୂଆଁଖାଇ। ପ୍ରତିବର୍ଷ ଏହା ଭାଦ୍ରବ ମାସ ଶୁକ୍ଳପକ୍ଷ ପଞ୍ଚମୀ ତିଥିରେ ପାଳନ ହେଉଥିବା ବେଳେ ପରମ୍ପରା ଅନୁଯାୟୀ କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ପଥର୍ଲା ଗାଁ ଲୋକମାନେ ଶୁକ୍ରବାର ଆଗୁଆ ନୂଆଁଖାଇ ପର୍ବ ପାଳନ…
ଅଧିକ ଖବର ଦେଖନ୍ତୁ...

ରାଜ୍ୟର ବିଭିନ୍ନ ସ୍ଥାନରେ ଦୁର୍ଘଟଣା ଘଟି ୭ ଜଣଙ୍କୁ ଜୀବନ ଯାଇଛି

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ଭିନ୍ନ ଭିନ୍ନ କାରଣରୁ ଅନେକ ଲୋକଙ୍କ ଜୀବନ ଯାଇଛି। ସେ ସଂପର୍କରେ ନିମ୍ନରେ ସୂଚନା ଦିଆଯାଇଛି। ମାଛ ମାରିବାକୁ ଯାଇ ନାଳାରେ ଭାସିଗଲେ ୨ ଯୁବକ ଡୁଡୁକା: ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ୍ ଭରସୁଜା କୁଲାରୀ ନାଳାକୁ ମାଛ ଧରିବାକୁ…
ଅଧିକ ଖବର ଦେଖନ୍ତୁ...

ଲଘୁଚାପ ପ୍ରଭାବ: ୨୪ ଘଣ୍ଟା ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା; ୬ ଜିଲ୍ଲାକୁ ରେଡ୍ , ୯ ଜିଲ୍ଲାକୁ…

ଭୁବନେଶ୍ୱର: ବଙ୍ଗୋପସାଗରର କେନ୍ଦ୍ରୀୟ ଅଞ୍ଚଳରେ ଗତକାଲି (ବୁଧବାର) ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଏବେ ସକ୍ରିୟ ରହିଛି। ଏହା ଘନୀଭୂତ ହୋଇ ସୁଦୃଶଃ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଉତ୍ତର ଓଡିଶା-ପଶ୍ଚିମବଙ୍ଗ ଉପକୂଳରେ ଏହା ସକ୍ରିୟ…
ଅଧିକ ଖବର ଦେଖନ୍ତୁ...

ରାଜ୍ୟରେ ଭିନ୍ନ ଘଟଣାରେ ୬ ଜଣଙ୍କ ମୃତ୍ୟୁ

ଭୁବନେଶ୍ବର: ରାଜ୍ୟରେ ପ୍ରତିଦିନ ବିଭିନ୍ନ କାରଣରୁ କେହି ନା କେହି ମୃତାହତ ହେଉଛନ୍ତି। ଗତକାଲି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରାୟ ୬ ଜଣଙ୍କର ମୃତ୍ୟୁ ଘଟିଛି। ସେସମସ୍ତ ବିଷୟରେ ନିମ୍ନରେ ଉଲ୍ଲେଖ କରାଯାଇଛି। ଧାନ କ୍ଷେତରୁ ଯୁବକଙ୍କ ମୃତଦେହ ଉଦ୍ଧାର ବାମରା: ବାମରା ବ୍ଲକ ଲରିଆପାଲି…
ଅଧିକ ଖବର ଦେଖନ୍ତୁ...

ସକ୍ରିୟ ହେଲା ଲଘୁଚାପ; ୨୪ ଘଣ୍ଟା ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା; ୫ ଜିଲ୍ଲାକୁ ଲାଲ୍‌, ୮ ଜିଲ୍ଲାକୁ…

ଭୁବନେଶ୍ୱର: ବଙ୍ଗୋପସାଗରର କେନ୍ଦ୍ରୀୟ ଅଞ୍ଚଳରେ ଗତକାଲି (ମଙ୍ଗଳବାର) ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର ବଙ୍ଗୋପସାଗରର କେନ୍ଦ୍ରୀୟ ଅଂଶରେ ଆଜି ସକାଳେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ବର୍ତ୍ତମାନ ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର…
ଅଧିକ ଖବର ଦେଖନ୍ତୁ...

ପାଣ୍ଡିଆନଙ୍କୁ ଖୁସି କରିବା ପାଇଁ, ପାଣିରେ ପଡ଼ିଲା ପରିଷଦ ପାଣ୍ଠି

ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ବ୍ଲକ ଜାରିଂଠାରେ ଥିବା ସର୍ଦ୍ଦାର ରାଜା ମେଡିକାଲ କଲେଜ ସ୍ଥାପନ କରିବାରେ ପୂର୍ବତନ ଧର୍ମଗଡ଼ ଉପଜିଲ୍ଲାପାଳ ତଥା ବର୍ତ୍ତମାନର ୫-ଟି ସଚିବ ଭିକେ ପାଣ୍ଡିଆନଙ୍କ ମୁଖ୍ୟ ଭୂମିକା ରହିଥିଲା। ସେଲଭାମ୍‌ ଚେରିଟେବୁଲ୍‌ ଟ୍ରଷ୍ଟର ମାଲିକ ସର୍ଦ୍ଦାର ଏସ୍‌.…
ଅଧିକ ଖବର ଦେଖନ୍ତୁ...

ଓଡ଼ିଆ ଭାଷା ସୁରକ୍ଷାରେ ‘ସମ୍ବାଦ’ର ଭୂମିକା ଅତୁଳନୀୟ: କୁଳପତି

ଭବାନୀପାଟଣା: ଓଡ଼ିଆ ଭାଷାର ସୁରକ୍ଷାରେ ‘ସମ୍ବାଦ’ର ଭୂମିକା ଅତୁଳନୀୟ ଅଟେ। ‘ସମ୍ବାଦ’ର ଭାଷା ଆନ୍ଦୋଳନ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଓଡ଼ିଆ ଭାଷା ପ୍ରତି ଆକୃଷ୍ଟ କରିବା ପାଇଁ ଅନୁକୂଳ ବାତାବରଣ ସୃଷ୍ଟି କରିପାରିଛି। ‘ସମ୍ବାଦ-ଆମ ଓଡ଼ିଶା’ର ଚିତ୍ରାଙ୍କନ, ହସ୍ତାକ୍ଷର ଓ ଭାଷାଜ୍ଞାନ ପରୀକ୍ଷା…
ଅଧିକ ଖବର ଦେଖନ୍ତୁ...

୨୪ ଘଣ୍ଟା ମଧ୍ୟରେ ୨୦ ଜିଲ୍ଲାରେ ବଜ୍ରପାତ ସହ ଝଡ଼ବର୍ଷା; ୫ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆଜି (ସୋମବାର) ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ମିଆଁମାର ଉପକୂଳସ୍ଥ ବାୟୁମଣ୍ଡଳରେ ୩.୧ ରୁ ୭.୬ କିମି ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏବଂ ଏହା ଦକ୍ଷିଣ-ପଶ୍ଚିମ ଦିଗକୁ ମୁହାଁଇଛି। ଏହାର ପ୍ରଭାବରେ ଆସନ୍ତା ୭୨ ଘଣ୍ଟା ମଧ୍ୟରେ ଉତ୍ତର ପଶ୍ଚିମ…
ଅଧିକ ଖବର ଦେଖନ୍ତୁ...

୨୪ ଘଣ୍ଟା ମଧ୍ୟରେ ୪ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ; ୧୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଦୁର୍ବଳ ହୋଇପଡ଼ିଥିଲେ ସୁଦ୍ଧା ଏହା ସହ ଜଡିତ ଥିବା ଘୂର୍ଣ୍ଣିବଳୟ ଆଜି (ଗୁରୁବାର) ମଧ୍ୟ ଦକ୍ଷିଣ ଆଭ୍ୟନ୍ତରୀଣ ଓଡିଶା ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଛି। ଏହାର ପ୍ରଭାବରେ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର…
ଅଧିକ ଖବର ଦେଖନ୍ତୁ...