କଟକ: ବାଣ ଭିଡ଼ୁଥିବା ବେଳେ ବିସ୍ଫୋରଣ, ଜଣେ ଗୁରୁତର

କଟକ: କଟକ ଜିଲ୍ଲା ସାଲେପୁର ଥାନା ଅନ୍ତର୍ଗତ ରାଘବପୁର ଗାଁରେ ବାଣ ଭିଡୁଥିବା ବେଳେ ବିସ୍ଫୋରଣ ଘଟି   ଏକ କୁଡ଼ିଆ ଘର ଜଳି ଯାଇଥିବା ବେଳେ ଏଥିରେ ବଟ ଭୋଇ(୭୦ ବର୍ଷ) ନାମକ ଜଣେ ବ୍ୟକ୍ତି ଗୁରୁତର ଭାବେ ଆହତ ହୋଇଛନ୍ତି।  ଆହତ ଶ୍ରୀ ଭୋଇଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ସମ୍ବନ୍ଧିତ ଖବର