ଅନୁସନ୍ଧାନ କରୁଥିବା ବର୍ଗ

ମୟୂରଭଞ୍ଜ

ସମ୍ବାଦ ଆମ ଓଡିଶା ପକ୍ଷରୁ ସେଚ୍ଛାକୃତ ରକ୍ତଦାନ ଶିବିରରେ ୧୫ ୟୁନିଟ ରକ୍ତ ସଂଗୃହୀତ

ରାଇରଙ୍ଗପୁର: ମୟୂରଭଞ୍ଜ ରାଇରଙ୍ଗପୁର ଉପଖଣ୍ଡ ଚିକିତ୍ସ୍ୟାଳୟର ରକ୍ତ ଭଣ୍ଡାରରେ ଯୁବ ସ୍ୱାଭିମାନ ଦିବସ ଅବସରରେ ‘ସମ୍ବାଦ’ ଆମ ଓଡିଶା ପକ୍ଷରୁ ଏକ ସେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି ଭାବେ ଉପଖଣ୍ଡ ଚିକିତ୍ସ୍ୟାଳୟର ରକ୍ତଭଣ୍ଡାର ଅଧିକାରିଣୀ ଡାକ୍ତର…
ଅଧିକ ଖବର ଦେଖନ୍ତୁ...

କଲେଜ ଯାଇ ଘରକୁ ଫେରିଲାନି ନାବାଳିକା ଝିଅ, ଥାନାର ଦ୍ୱାରସ୍ଥ ହେଲେ ବାପା

ବେତନଟୀସଦର: ମୟୂରଭଂଜ ଜିଲ୍ଲା ବେତନଟୀ ବ୍ଲକ ବୈଶିଙ୍ଗା ଥାନା ଅଧୀନ କଳମା ଗ୍ରାମର ଜନୈକା ୧୭ବର୍ଷୀୟା ନାବାଳିକା କଲେଜ ଯାଇ ଆଉ ଘରକୁ ନଫେରିବାରୁ ଥାନାରେ ଅଭିଯୋଗ କଲେ ଯୁବତୀଙ୍କ ବାପା। ସୂଚନା ମୁତାବକ କଳମା ଗ୍ରାମର ଅଜୟ ସିଂର ନାବାଳିକା ଝିଅ ରଞ୍ଜିତା ମାଣତ୍ରୀ କଲେଜରେ ପଢ଼ୁଥିବାବେଳେ ଗତ…
ଅଧିକ ଖବର ଦେଖନ୍ତୁ...

ବାରିପଦା ପଣ୍ଡିତ ରଘୁନାଥ ମୁର୍ମୁ ମେଡ଼ିକାଲ୍‌ କଲେଜ ଓଟିରେ ଲାଗିଲା ନିଆଁ

ବାରିପଦା: ମୟୂରଭଂଜ ଜିଲ୍ଲା ସଦର ମହକୁମା ବାରିପଦାସ୍ଥିତ ପଣ୍ଡିତ ରଘୁନାଥ ମୁର୍ମୁ (ପିଆରଏମ୍‌) ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲ୍‌ରେ ଶୁକ୍ରବାର ଅପରାହ୍‌ଣରେ ଭୟାଭୟ ଅଗ୍ନିକାଣ୍ଡ ଘଟିଛି। ୭ ମହଲା ବିଶିଷ୍ଟ ମେଡ଼ିକାଲରେ ପ୍ରସୂତି ବିଭାଗର ତୃତୀୟ ମହଲାରେ ନିଆଁ ଲାଗିଥିଲା। ମାତ୍ର ଠିକ୍‌…
ଅଧିକ ଖବର ଦେଖନ୍ତୁ...

ଲଘୁଚାପ ସକ୍ରିୟ : ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା; ୧୩ ଜିଲ୍ଲାକୁ ଅରେଞ୍ଜ, ୧୭ ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଗତକାଲି (ଗୁରୁବାର)ର ସକ୍ରିୟ ଲଘୁଚାପ କ୍ଷେତ୍ର ଆଜି ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ ତତ-ସଂଲଗ୍ନ ଉତ୍ତର-ଓଡିଶା ଉପକୂଳ ଅଞ୍ଚଳରେ ସକ୍ରିୟ ରହିଛି ଏବଂ ଏହା ସହ ଜଡିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳରେ ୭.୬ କିମି ଯାଏଁ ବ୍ୟାପିଛି। ଏହା ଆଗାମୀ ୨ରୁ ୩ ଦିନ…
ଅଧିକ ଖବର ଦେଖନ୍ତୁ...

ଡମ୍ଫର ପଛପଟୁ ଧକ୍କା ଦେଲା ଯାତ୍ରୀବାହୀ ଘରୋଇ ବସ

ବେତନଟୀସଦର: ମୟୁରଭଞ୍ଜ ଜିଲ୍ଲା ୧୮ନଂ ଜାତୀୟ ରାଜପଥର ବେତନଟୀ ଥାନା ଅଧୀନ ନଣ୍ଡାଶୋଳ ନିକଟରେ ବାସୁଦେବ ନାମକ ଏକ ଯାତ୍ରୀବାହୀ ଘରୋଇ ବସ ଡମ୍ଫରକୁ ପଛପଟୁ ଧକ୍କା ଦେଇ ଦୁର୍ଘଟଣାଗ୍ରସ୍ତ ହୋଇଛି l ଦୁର୍ଘଟଣାରେ ବସର ସମ୍ମୁଖ ଭାଗ ସମ୍ପୂର୍ଣ୍ଣ ଭାଙ୍ଗି ଚୁରମାର ହୋଇଯାଇଥିବାବେଳେ ଡ୍ରାଇଭର ଓ…
ଅଧିକ ଖବର ଦେଖନ୍ତୁ...

ରାଇରଂଗପୁର ପୌରପରିଷଦର ଅଧିକାଂଶ ୱାର୍ଡରେ ଡ୍ରେନେଜ୍ ସୁବିଧା ନଥିବାରୁ ଲୋକଙ୍କ ଘରେ ଆଣ୍ଠୁଏ ପାଣି

ରାଇରଙ୍ଗପୁର: ମୟୂରଭଂଜ ଜିଲ୍ଲାର ଦ୍ୱିତୀୟ ବୃହତ୍ତମ ସହର ହେଉଛି ରାଇରଙ୍ଗପୁର। ଏହି ସହରକୁ ନେଇ ପୌରପରିଷଦ ଗଠନ କରାଯାଇଛି। ସହରର ବିଭିନ୍ନ ସ୍ଥାନରେ ଡ୍ରେନେଜ୍ ବ୍ୟବସ୍ଥା ନ ଥିବାରୁ ଅଧିକାଂଶ ସମୟରେ ସହର ବାସିନ୍ଦା ବହୁ ଅସୁବିଧାରେ ସମ୍ମୁଖୀନ ହେଉଛନ୍ତି। ଡ୍ରେନେଜ୍ ବ୍ୟବସ୍ଥା ନ ଥିବାରୁ…
ଅଧିକ ଖବର ଦେଖନ୍ତୁ...

୨୪ ଘଣ୍ଟା ମଧ୍ୟରେ ସାରା ରାଜ୍ୟରେ ବର୍ଷିବ; ୧୮ ଜିଲ୍ଲାରେ ଅତି ପ୍ରବଳ ବର୍ଷା; ଅରେଞ୍ଜ ସହ ୟେଲୋଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଉତ୍ତର-ପୂର୍ବ ଓ ତତ୍‌ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଏବେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଆଖପାଖ ଅଞ୍ଚଳରେ ରହିଛି। ଏହା ସମୁଦ୍ର ପତ୍ତନଠାରୁ ୭.୬ କିଲୋମିଟର ଉଚ୍ଚତା ସହିତ ଦକ୍ଷିଣ ଦିଗକୁ ଗତି କରୁଛି। ଏହାର ପ୍ରଭାବରେ ଆସନ୍ତା ୧୨…
ଅଧିକ ଖବର ଦେଖନ୍ତୁ...

ରାଇରଙ୍ଗପୁରରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର, ୧୦୧ ୟୁନିଟ୍‌ ରକ୍ତ ସଂଗୃହୀତ

ରାଇରଙ୍ଗପୁର: ମୟୂରଭଂଜ ରାଇରଙ୍ଗପୁର ଉପଖଣ୍ଡ ଚିକିତ୍ସ୍ୟାଳୟର ରକ୍ତ ଭଣ୍ଡାରରେ ରକ୍ତର ସଂକଟ ଥିବା ଯୋଗୁଁ ହସ୍ପିଟାଲର ସମ୍ମିଳନୀ କକ୍ଷରେ ରାଇରଙ୍ଗପୁର କ୍ରିକେଟ୍ କ୍ଲବ୍ ଓ ସମ୍ବାଦ ଆମ ଓଡ଼ିଶା ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ଉପଖଣ୍ଡ…
ଅଧିକ ଖବର ଦେଖନ୍ତୁ...

ବୈଶିଙ୍ଗାରେ ରକ୍ତଦାନ ଶିବିରରୁ ୨୧ ୟୁନିଟ ରକ୍ତ ସଂଗ୍ରହ

ବେତନଟୀସଦର: ମୟୂରଭଂଜ ଜିଲ୍ଲା ବେତନଟୀ ବ୍ଲକ ଅଧୀନ ବୈଶିଙ୍ଗାସ୍ଥିତ ପାଲିନ ହେଲଥ କେୟାର ଓ ସମ୍ବାଦ-ଆମ ଓଡିଶାର ମିଳିତ ସହଯୋଗରେ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ପାଲିନ ହେଲଥ କେୟାର ପରିସରରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ଶିବିର ଉଦଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ବୈଶିଙ୍ଗା ଥାନା…
ଅଧିକ ଖବର ଦେଖନ୍ତୁ...

ଦୁର୍ଘଟଣାରେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ, ସିସିଟିଭି କ୍ୟାମେରାରେ ଭୟାନକ ଦୃଶ୍ୟ କଏଦ

ବେତନଟୀସଦର: ମୟୂରଭଂଜ ଜିଲ୍ଲା ବୈଶିଙ୍ଗା ଥାନା ଅଧୀନ ୧୮ ନମ୍ବର ଜାତୀୟ ରାଜପଥର ଖଇରବଣି ଛକ ନିକଟସ୍ଥ ରାଜା ଢ଼ାବା ନିକଟରେ ମଙ୍ଗଳବାର ବିଳମ୍ବିତ ରାତିରେ ଜଣେ ବାଇକ ଆରୋହୀଙ୍କର ଶୋଚନୀୟ ମୃତ୍ୟୁ ଘଟିଛି। ମୃତକ ହେଲେ ଖୁଣ୍ଟା ଥାନା ଅଧୀନ ପଶୁଦା ଗ୍ରାମର ସ୍ବର୍ଗତ ପ୍ରତାପ କବାଟର ପୁଅ…
ଅଧିକ ଖବର ଦେଖନ୍ତୁ...