ଅନୁସନ୍ଧାନ କରୁଥିବା ବର୍ଗ

ନୟାଗଡ଼

୨୪ ଘଣ୍ଟା ମଧ୍ୟରେ ୧୩ ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷା ସମ୍ଭାବନା; ୟେଲୋଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ରାଜ୍ୟରେ ମୌସୁମୀ ପ୍ରବାହ ଏବେ ଦୁର୍ବଳ ରହିଛି। ଅନ୍ୟପକ୍ଷରେ ମୌସୁମୀ ନିମ୍ନ ଚାପ-ରେଖା ଆଜି (ମଙ୍ଗଳବାର) ତାର ସାଧାରଣ ଅବସ୍ଥାନ ଠାରୁ ଉତ୍ତରରେ ଅବସ୍ଥାନ କରୁଛି ଏବଂ ଏହା ଆଜି ଉତ୍ତରପ୍ରଦେଶର ମଧ୍ୟଦେଇ ପଶ୍ଚିମବଙ୍ଗର ବାଲୁରଘାଟରୁ ପୂର୍ବ ଦିଗରେ ମଣିପୁର ଯାଏଁ ଲମ୍ବିଛି। ଏହାର…
ଅଧିକ ଖବର ଦେଖନ୍ତୁ...

୨୪ ଘଣ୍ଟା ମଧ୍ୟରେ ୧୬ ଜିଲ୍ଲାରେ କାଳବୈଶାଖୀ; ୪ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା; ୟେଲୋଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଓଡ଼ିଶା ଉପକୂଳ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଏବେ ସକ୍ରିୟ ରହିଛି। ଅନ୍ୟପକ୍ଷରେ ମୌସୁମୀ ନିମ୍ନ ଚାପ-ରେଖା ଆଜି (ସୋମବାର) ତାର ସାଧାରଣ ଅବସ୍ଥାନ ଠାରୁ ଉତ୍ତରରେ ଅବସ୍ଥାନ କରୁଥିବାରୁ ରାଜ୍ୟରେ ମୌସୁମୀ ପ୍ରବାହ ଦୁର୍ବଳ ରହିଛି, ଏବଂ ଏହା ଆଜି ଉତ୍ତରପ୍ରଦେଶର…
ଅଧିକ ଖବର ଦେଖନ୍ତୁ...

ଡେଙ୍ଗୁରେ ଆକ୍ରାନ୍ତ ଶ୍ରମିକଙ୍କ ମୃତ୍ୟୁ

ଦଶପଲ୍ଲା: ରାଜ୍ୟରେ ଦିନକୁ ଦିନ ହୁହୁ ହୋଇ ବଢ଼ି ଚାଲିଛି ଡେଙ୍ଗୁ ରୋଗୀଙ୍କ ସଂଖ୍ୟା। ଏହାରି ଭିତରେ ଦଶପଲ୍ଲା ଅଞ୍ଚଳର ଜଣେ ଡେଙ୍ଗୁ ରୋଗୀଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ଦଶପଲ୍ଲା ବ୍ଲକ୍‌ ଅନ୍ତର୍ଗତ ତେଣ୍ଡାବାଡ଼ି ପଞ୍ଚାୟତ ଖଳିସାହି ଗ୍ରାମର ସଂଜୟ ନାଏକ(୨୯)। ପରିବାର ଲୋକଙ୍କ କହିବା…
ଅଧିକ ଖବର ଦେଖନ୍ତୁ...

ହାଇୱ। ଧକ୍କାରେ ଯୁବକ ମୃତ: ଫତେଗଡ଼-ଖଣ୍ଡପଡ଼ା ରାସ୍ତା ଟାୟାର ଜାଳି ଅବରୋଧ

ଭାପୁର: ନୟାଗଡ଼ ଜିଲ୍ଲା ଫତେଗଡ଼ ଥାନା ଅନ୍ତର୍ଗତ ଭାପୁର ବଜାର ପଶ୍ଚିମ ପଟେ ରାତି ବାରଟା ସମୟରେ ହାଇୱ। ଧକ୍କାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଏହାକୁ ନେଇ ଉତ୍ତେଜିତ ଲୋକେ କ୍ଷତିପୂରଣ ଦାବିରେ ଫତେଗଡ଼-ଖଣ୍ଡପଡ଼ାକୁ ସଂଯୋଗ ମୁଖ୍ୟ ରାସ୍ତାରେ ଟାୟାର ଜାଳି ଅବରୋଧ କରିଛନ୍ତି। ଫଳରେ…
ଅଧିକ ଖବର ଦେଖନ୍ତୁ...

୨୪ ଘଣ୍ଟା ମଧ୍ୟରେ ୧୮ ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷା ଆଶଙ୍କା; ୟେଲୋଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ମୌସୁମୀ ନିମ୍ନ ଚାପ-ରେଖା ଆଜି (ଶୁକ୍ରବାର) ତାର ସାଧାରଣ ଅବସ୍ଥାନ ଠାରୁ ଉତ୍ତରରେ ଅବସ୍ଥାନ କରୁଥିବାରୁ ରାଜ୍ୟରେ ମୌସୁମୀ ପ୍ରବାହ ଦୁର୍ବଳ ରହିଛି, ଏବଂ ଏହା ଆଜି ପଞ୍ଜାବର ଅମୃତସରରୁ ବାହାରି ଚଣ୍ଡିଗଡ, ବାହରିଚ, ମୁଜାଫରପୁର, ମଧ୍ୟଦେଇ ପଶ୍ଚିମବଙ୍ଗର ବାଲୁରଘାଟରୁ ପୂର୍ବ ଦିଗରେ…
ଅଧିକ ଖବର ଦେଖନ୍ତୁ...

ମହାନଦୀ ବନ୍ୟପ୍ରାଣୀ ବନଖଣ୍ଡ ପକ୍ଷରୁ ଚଢ଼ଉ: ବାପ-ପୁଅ, ଝିଅ-ଜ୍ବାଇଁଙ୍କ ସମେତ ୫ ଶିକାରୀ ଗିରଫ

ନୟାଗଡ଼/ଗଣିଆ: ବନ୍ୟଜନ୍ତୁ ଶିକାର ଅଭିଯୋଗରେ ମହାନଦୀ ବନ୍ୟପ୍ରାଣୀ ବନଖଣ୍ଡ ନୟାଗଡ଼ ପକ୍ଷରୁ ନୟାଗଡ଼ ଓ ବୌଦ୍ଧ ଜିଲ୍ଲା ଅଞ୍ଚଳରୁ ୫ଜଣଙ୍କୁ ଗିରଫ କରାଯାଇଛି। ସମସ୍ତଙ୍କ ଘର ବୌଦ୍ଧ ଜିଲ୍ଲା‌ରେ ହୋଇଥିବା ବେଳେ ୩ ଜଣଙ୍କୁ ନୟାଗଡ଼ ଗଣିଆର ଛାମୁଣ୍ଡିଆ ବନାଞ୍ଚଳ ଓ ୨ ଜଣଙ୍କୁ ବୌଦ୍ଧ ଜିଲ୍ଲାର…
ଅଧିକ ଖବର ଦେଖନ୍ତୁ...

୨୪ ଘଣ୍ଟା ମଧ୍ୟରେ ୧୧ ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷା ଆଶଙ୍କା; ୟେଲୋଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ସଂପ୍ରତି ରାଜ୍ୟରେ କୌଣସି ପାଣିପାଗ ପ୍ରକ୍ରିୟା ସକ୍ରିୟ ନଥିବା ତଥା ମୌସୁମୀ ନିମ୍ନଚାପ ରେଖା ତାର ସାଧାରଣ ଅବସ୍ଥାନ ଠାରୁ ଉତ୍ତରରେ ଅବସ୍ଥାନ କରୁଥିବାରୁ, ରାଜ୍ୟରେ ମୌସୁମୀ ପ୍ରବାହ ଦୁର୍ବଳ ରହିଛି। ମୌସୁମୀ ନିମ୍ନ ଚାପ-ରେଖା ଆଜି (ମଙ୍ଗଳବାର) ତା’ର ସାଧାରଣ ଅବସ୍ଥାନ ଠାରୁ…
ଅଧିକ ଖବର ଦେଖନ୍ତୁ...

ନୟାଗଡ଼ରେ ଖସୁଛି ନଦୀ ଜଳସ୍ତର: ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲା ଜିଲ୍ଲା ପ୍ରଶାସନ

ନୟାଗଡ଼/ ଗଣିଆ/ କଣ୍ଟିଲୋ: ଦୁଇ ଦିନ ଧରି ଲଗାଣ ବର୍ଷ ପାଇଁ ରାଜ୍ୟର ବିଭିନ୍ନ ନଦୀ‌ରେ ବନ୍ୟା ଆଶଙ୍କା ଦେଖାଦେଇଛି। ଏଭଳି ସ୍ଥିତିରେ ନୟାଗଡ଼ ଜିଲ୍ଲାର ମହାନଦୀ ତଟବର୍ତ୍ତୀ ଅଞ୍ଚଳଗୁଡ଼ିକରେ ପାଣି ମାଡ଼ି ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଥିବା ବେଳେ, ଆଜି ଧୀରେ ଧୀରେ ପରିସ୍ଥିତି ସୁଧୁରୁଥିବା,…
ଅଧିକ ଖବର ଦେଖନ୍ତୁ...

ଦିନ ୩ଟାରେ ମୁଣ୍ଡଳୀରେ ପ୍ରବାହିତ ହେବ ସର୍ବାଧିକ ବନ୍ୟାଜଳ

ଭୁବନେଶ୍ୱର: ମହାନଦୀ ସିଷ୍ଟମରେ ମଧ୍ୟମଧରଣର ବନ୍ୟା ଦେଖାଦେଇଛି | ଲଗାଣ ବର୍ଷା ଯୋଗୁଁ ମହାନଦୀର ଶାଖା ନଦୀରେ ପାଣି ବଢ଼ିଥିବାବେଳେ ମହାନଦୀରେ ମଧ୍ୟ ପାଣି ବଢିଛି | ଦିନ ୧ଟା ସୁଦ୍ଧା ମୁଣ୍ଡଳୀରେ ୮ ଲକ୍ଷ ୮୦ ହଜାର କ୍ୟୁସେକ ପାଣି ବୋହିଥିବାବେଳେ ସର୍ବାଧିକ ୯ରୁ ସାଢେ ୯ ଲକ୍ଷ କ୍ୟୁସେକ ପାଣି…
ଅଧିକ ଖବର ଦେଖନ୍ତୁ...

ଭୁଷୁଡିଲା ସେତୁ, କୋସକାରୁ ଆଡକଟାକୁ ଯାତାୟତ ବନ୍ଦ

ଖଣ୍ଡପଡ଼ା: ନୟାଗଡ ଜିଲ୍ଲା ଖଣ୍ଡପଡା ବ୍ଲକ ଅଧୀନ କୋସକାରୁ ଆଡକଟାକୁ ସଂଯୋଗ କରୁଥିବା ପୂର୍ତ୍ତବିଭାଗ ରାସ୍ତାର କୁମ୍ଭାରପଡାରେ ଥିବା କୁଆଁରିଆ ସେତୁ ଭୁଷୁଡିପଡିଥିବା ସୂଚନା ମିଳିଛି। ଗତ ଦୁଇଦିନ ଧରି ଲଗାଣ ବର୍ଷା ଫଳରେ କୁଆଁରିଆ ନଦୀରେ ବନ୍ୟା ସ୍ଥିତି ଉପୁଜିବା ସହ କୁମ୍ଭାରପଡା ନିକଟରେ…
ଅଧିକ ଖବର ଦେଖନ୍ତୁ...