ସମ୍ବଲପୁର: ବସ୍‌ ଦୁର୍ଘଟଣାରେ ୧୦ ଆହତ, ୪ ଗୁରୁତର

ଯୁଯୁମୁରା: ସମ୍ବଲପୁର ଜିଲ୍ଲାର ଯୁଯୁମୁରା ବ୍ଲକର ବେହେରନବସା ନିକଟରେ ମଙ୍ଗଳବାର ସନ୍ଧ୍ୟାରେ ବସ୍‌ ଦୁର୍ଘଟଣାଗ୍ରସ୍ତ ହେବାରୁ ଏହି ଘଟଣାରେ ୧୦ ଜଣ ଆହତ ହୋଇଛନ୍ତି। ଆହତମାନଙ୍କ ମଧ୍ୟରୁ ୪ ଜଣଙ୍କ ଅବସ୍ଥା ଗୁରୁତର ହୋଇଛନ୍ତି। ସମସ୍ତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବସ୍‌ଟି ସମ୍ବଲପୁର ଠାରୁ କେଶାପାଲି ଯାଉଥିବା ବେଳେ ଚାଳକ ଭାରସାମ୍ୟ ହରାଇଥିଲେ।

ସମ୍ବନ୍ଧିତ ଖବର