Sambad, Odisha Latest News, Breaking News Odisha, Odisha Current Headlines, Odisha News Online | Sambad.in

ଯାଜପୁର: ବାଣ ଭିଡ଼ୁଥିବା ବେଳେ ବିସ୍ଫୋରଣ, ୨ ଗୁରୁତର

0 341

ଯାଜପୁର: ଯାଜପୁର ଜିଲ୍ଲା ବରି ଥାନା ଅନ୍ତର୍ଗତ କିମ୍ଭିରିଆପାଳ ପଞ୍ଚାୟତର ମୁସଲିମ ସାହିରେ ଆଜି ସକାଳେ ବାଣ ଭିଡ଼ା ଯାଉଥିବା ବେଳେ ହଠାତ ବିସ୍ଫୋରଣ ଘଟିଛି। ଏହି ବିସ୍ଫୋରଣରେ ୨ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି। ବିସ୍ଫୋରଣ ଏତେ ପ୍ରଚଣ୍ଡ ଥିଲା ଯେ ସେକ୍‌ ମତୁଆଲ୍ଲୀ ନାମକ ଜଣେ ବ୍ୟକ୍ତିଙ୍କ ପାଦ ଛିଡ଼ିଯାଇଛି।

ସମ୍ବନ୍ଧିତ ଖବର

Leave A Reply

Your email address will not be published.

eight + 1 =