Sambad, Odisha Latest News, Breaking News Odisha, Odisha Current Headlines, Odisha News Online | Sambad.in

ଭଞ୍ଜନଗର: ସାପକାମୁଡ଼ାରେ ମହିଳା ମୃତ

0 399

ଭଞ୍ଜନଗର: ଗତକାଲି ରାତିରେ ଘରେ ଶୋଇଥିବା ବେଳେ ବିଷାକ୍ତ ସାପ କାମୁଡ଼ି ଦେବାରୁ ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ମୃତ୍ୟୁବରଣ କରିଥିବା ମହିଳାଜଣକ ହେଉଛନ୍ତି ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ବଳଦି ଗ୍ରାମର କୁନ୍ତଳା ବେହେରା( ୭୨ ବର୍ଷ)। ସାପକାମୁଡ଼ାରେ ଗୁରତର କୁନ୍ତଳାଙ୍କୁ ଚିକତ୍ସା ପାଇଁ ଭଞ୍ଜନଗର ଡାକ୍ତରଖାନା ଅଣାଯାଇଥିଲା। ମାତ୍ର ଡାକ୍ତରଖାନାରେ ପହଞ୍ଚିବା ବେଳକୁ ତାଙ୍କର ମୃତ୍ୟୁ ଘଟି ସାରି ଥିଲା।

ସମ୍ବନ୍ଧିତ ଖବର

Leave A Reply

Your email address will not be published.

four × 5 =