ବ୍ରହ୍ମବିଭ୍ରାଟ ରିପୋର୍ଟକୁ ସାର୍ବଜନିନ କରିବା, ଧାଡ଼ି ଦର୍ଶନ ବନ୍ଦ କରିବା ଆଦି ଦାବିରେ ଶ୍ରୀଜଗନ୍ନାଥ ସେନା ପକ୍ଷରୁ ଶ୍ରୀମନ୍ଦିର ସିଂହଦ୍ୱାର ଆଗରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ଆଇନମନ୍ତ୍ରୀ ପ୍ରତାପ ଜେନାଙ୍କ କୁଶପୁତ୍ତଳିକା ଦାହ କରୁଛନ୍ତି।

ସମ୍ବନ୍ଧିତ ଖବର