ପ୍ରଥମ ଓଡ଼ିଆ ଚଳଚ୍ଚିତ୍ର ‘ସୀତା ବିବାହ’ର ପ୍ରଯୋଜକ-ନିର୍ଦ୍ଦେଶକ ମୋହନ ସୁନ୍ଦର ଦେବ ଗୋସ୍ୱାମୀଙ୍କ ଜନ୍ମ ଶତବାର୍ଷିକୀ ଅବସରରେ ପୁରୀ ବେଳାଭୂମିରେ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକଙ୍କ ଦ୍ୱାରା ନିର୍ମିତ ବାଲୁକା କଳା

ସମ୍ବନ୍ଧିତ ଖବର