30 April 2017
10:36:23 AM
image
Sambad News
ମକର ()
ମକର

ଆଜିର ରାଶିଫଳ

 ମାଆ ବାପାଙ୍କ ଆଶୀର୍ବାଦ ନିଅନ୍ତୁ, ଆପଣଙ୍କ ଲକ୍ଷ୍ୟସ୍ଥଳରେ ପହଞ୍ଚିବା ସହଜ ହେବ। ବ୍ୟବସାୟ ପାଇଁ ନୂଆ ସୁଯୋଗ ମିଳିବ; ଯାହା ଦ୍ଵାରା ଆର୍ଥିକ ସ୍ଥିତିରେ ଉନ୍ନତି ହେବ। ଛାତ୍ରଛାତ୍ରୀମାନେ ହସଖୁସି, ମଉଜମଜଲିସରେ ସମୟ କାଟିବେ। ଶୁଭରଙ୍ଗ: ସବୁଜ। ଆରାଧନା: ମାଆ ଶାରଳା।