Sambad, Odisha Latest News, Breaking News Odisha, Odisha Current Headlines, Odisha News Online | Sambad.in

କନ୍ୟା

11,542

ଆପଣ ମଧୁର ବ୍ୟବହାରରେ ନୂଆ ଲକ୍ଷ୍ୟ ହାସଲ କରିନେବେ। ଶାସନରେ ଥିବା ଲୋକଙ୍କ ସହିତ ସଂପର୍କ ବଢ଼ିବ। ବ୍ୟବସାୟରେ ବଡ଼ ସଫଳତା ମିଳିପାରେ। ପାରିବାରିକ ଜୀବନ ସୁଖମୟ ହେବ। ଘରକୁ ବନ୍ଧୁଙ୍କ ଆସିବା-ଯିବା ଲାଗି ରହିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଭଦ୍ରକାଳୀ।