ଆଡଭାନୀଙ୍କୁ ୯୧

ନୂଆଦିଲ୍ଲୀ : ବରିଷ୍ଠ ବିଜେପି ନେତା ଏଲ୍‌କେ ଆଡଭାନୀ ଆଜି ୯୧ ବର୍ଷ ବୟସରେ ପଦାର୍ପଣ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଡଭାନୀଙ୍କୁ ତାଙ୍କୁ ବାସଭବନରେ ଭେଟି ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। ବିଜେପି ମୁଖ୍ୟ ଅମିତ ଶାହ ଏବଂ ଅନ୍ୟ ବରିଷ୍ଠ ବିଜେପି ନେତାମାନେ ମଧ୍ୟ ଆଡଭାନୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି।

ସମ୍ବନ୍ଧିତ ଖବର