ଅକ୍ଟୋବର ୨ରୁ ଆନ୍ନାଙ୍କ ଆମରଣ ଅନଶନ

ନୂଆଦିଲ୍ଲୀ : ପ୍ରଖ୍ୟାତ ସାମାଜିକ କର୍ମୀ ଆନ୍ନା ହଜାରେ ଅାଜି ଲୋକପାଳ ନିଯୁକ୍ତି ପ୍ରସଙ୍ଗରେ ସରକାରଙ୍କ ମନ୍ଥର ନୀତିକୁ ବିରୋଧ କରିଛନ୍ତି ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଏକ ଚିଠି ଲେଖିଛନ୍ତି। ଅକ୍ଟୋବର ୨ ତାରିଖରୁ ସେ ଆମରଣ ଅନଶନ କରିବେ ବୋଲି ଜଣାଇଛନ୍ତି।

ସମ୍ବନ୍ଧିତ ଖବର