ବିଶ୍ୱଭୂଷଣ ହରିଚନ୍ଦନ ଆନ୍ଧ୍ରପ୍ରଦେଶର  ରାଜ୍ୟପାଳ ନିଯୁକ୍ତ

ନୂଆଦିଲ୍ଲୀ: ଓଡ଼ିଶାର ବରିଷ୍ଠ ବିଜେପି ନେତା ପୂର୍ବତନ ମନ୍ତ୍ରୀ ବିଶ୍ୱଭୂଷଣ ହରିଚନ୍ଦନଙ୍କୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆଜି ଆନ୍ଧ୍ର ପ୍ରଦେଶର ରାଜ୍ୟପାଳ ରୂପେ ନିଯୁକ୍ତି ପ୍ରଦାନ କରିଛନ୍ତି। ରାଷ୍ଟ୍ରପତି ଭବନରୁ ଶ୍ରୀ ହରିଚନ୍ଦନଙ୍କ ନିଯୁକ୍ତି ସଂପର୍କିତ ବିଧିବଦ୍ଧ ବିଜ୍ଞପ୍ତି ମଧ୍ୟ ଆଜି ପ୍ରକାଶ ପାଇଛି।

ସମ୍ବନ୍ଧିତ ଖବର