କେଜ୍ରିୱାଲଙ୍କ ବିରୋଧରେ ଆବେଦନ ଖାରଜ

ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ମୁଖ୍ୟମନ୍ତ୍ରୀ ପଦରୁ ହଟାଇବା ନେଇ ହୋଇଥିବା ଆବେଦନକୁ ଆଜି ଦିଲ୍ଲୀ ହାଇକୋର୍ଟ ଖାରଜ କରିଦେଇଛନ୍ତି। କୌଣସି ମାମଲାରେ କେହି ଦୋଷୀ ସାବ୍ୟସ୍ତ ହେବା ପୂର୍ବରୁ ତାଙ୍କୁ ହଟାଇବା ପାଇଁ ଏଭଳି ଆବେଦନକୁ ଅଦାଲତ ଗ୍ରହଣ କରିବେ ନାହିଁ ବୋଲି ହାଇକୋର୍ଟ କହିଛନ୍ତି।

ସମ୍ବନ୍ଧିତ ଖବର