ନୂଆଦିଲ୍ଲୀ: ରାଜ୍ୟସଭା ଉପାଧ୍ୟକ୍ଷ ପଦ ପାଇଁ ଆଗକୁ ବିରୋଧୀ ଦଳଙ୍କ ଅଗ୍ନିପରୀକ୍ଷା ହେବାକୁ ଯାଉଛି। ଏହି ପଦ ନିମନ୍ତେ କଂଗ୍ରେସ ପ୍ରାର୍ଥୀଙ୍କୁ ସମର୍ଥନ ପାଇଁ ବରିଷ୍ଠ କଂଗ୍ରେସ ନେତା ଅହମ୍ମଦ ପଟେଲ ଗତକାଲି ଟିଏମ୍ସି ନେତ୍ରୀ ତଥା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଭେଟି ଆଲୋଚନା କରିଥିବା ଜଣାପଡ଼ିଛି। ରାଜ୍ୟସଭାରେ ଟିଏମ୍ସିର ୧୩ ଜଣ ସାଂସଦ ରହିଛନ୍ତି। ତେଣୁ କଂଗ୍ରେସ ନିଜ ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ଏବେ ମମତାକୁ ମନାଇବାକୁ ଚେଷ୍ଟା କରୁଥିବା ଚର୍ଚ୍ଚା ହେଉଛି।
ମମତାଙ୍କୁ ମନାଉଛି କଂଗ୍ରେସ!
/sambad/media/post_attachments/wp-content/uploads/2018/06/mamata-banerjee-1.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)