ଆଣ୍ଡାମାନ୍‌ରେ ୫.୫ ତୀବ୍ରତାର ଭୂକମ୍ପ

ପୋର୍ଟ ବ୍ଲେୟାର: ଆଣ୍ଡାମାନ ଓ ନିକୋବର ଦୀପପୁଞ୍ଜରେ ଶୁକ୍ରବାର ଭୂକମ୍ପ ଅନୁଭୂତ ହୋଇଛି। ଆଣ୍ଡାମାନ ଓ ନିକୋବର ଦୀପପୁଞ୍ଜର ରାଜଧାନୀ ପୋର୍ଟ ବ୍ଲେୟାର ଠାରୁ ୧୬୦ କିଲୋମିଟର ଦୂରରେ ଆଜି ଅପରାହ୍ନ ୪ଟା ୧୯ରେ ଭୂକମ୍ପ ହୋଇଥିବା ଜଣାପଡ଼ିଛି। ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୫.୫ ଥିଲା।

 

ସମ୍ବନ୍ଧିତ ଖବର