ସ୍କୁଲ୍‌ ଛାତ୍ରୀଙ୍କୁ ଆକ୍ରମଣ ଘଟଣାରେ ୯ ଗିରଫ

0 109

ପାଟନା: ବିହାରର ସୁପାଲ ଜିଲ୍ଲାର କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଗତକାଲି ୩୪ ଛାତ୍ରୀଙ୍କୁ ସଂଘବଦ୍ଧ ଆକ୍ରମଣ ଘଟଣାରେ  ପୁଲିସ ୯ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନଙ୍କ ମଧ୍ୟରୁ ଅଧିକାଂଶ ନାବାଳକ ଥିବା ଜଣାପଡ଼ିଛି ଏବଂ ପୁଲିସ ଏବେ ସେମାନଙ୍କ ପ୍ରମାଣପତ୍ର ଯାଞ୍ଚ କରୁଛି। ଅନ୍ୟପକ୍ଷେ ଆହତ ଛାତ୍ରୀମାନଙ୍କ ମଧ୍ୟରୁ ୨୬ ଜଣ ଏବେ ହସ୍ପିଟାଲ୍‌ରୁ ଡିସଚାର୍ଜ ହୋଇ ସାରିଛନ୍ତି।

ସମ୍ବନ୍ଧିତ ଖବର

Leave A Reply

Your email address will not be published.