ମୁମ୍ବାଇ ଅଗ୍ନିକାଣ୍ଡ: ସମ୍ବେଦନା ବାର୍ତ୍ତା ଟୁଇଟ୍‌ କଲେ ମୋଦି

ନୂଆଦିଲ୍ଲୀ: ଶୁକ୍ରବାର ପ୍ରତ୍ୟୁଷରେ ମୁମ୍ବାଇ ଲୋୟର୍‌ ପାରେଲ ଅଞ୍ଚଳରେ ଘଟିଥିବା ଅଗ୍ନିକାଣ୍ଡ ଯୋଗୁଁ ୧୪ ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଯୋଗୁଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଃଖ ପ୍ରକାଶ କରିଛନ୍ତି।

ଟୁଇଟ୍‌ରେ ମୋଦି କହିଛନ୍ତି ଯେ ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରି ସେ ପ୍ରାର୍ଥନା କରିଛନ୍ତି। ମୃତବ୍ୟକ୍ତିଙ୍କ ପରିବାରବର୍ଗଙ୍କ ପ୍ରତି ମଧ୍ୟ ସେ ସମ୍ବେଦନା ଜ୍ଞାପନ କରିଛନ୍ତି।

ସମ୍ବନ୍ଧିତ ଖବର