ବିଜୁ ଜନତା ଦଳର ୯ ଲୋକସଭା ଓ ୫୪ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା : ଜାଣନ୍ତୁ କିଏ କେଉଁଠାରୁ ପ୍ରାର୍ଥୀ ହେଲେ

ଭୁବନେଶ୍ବର : ରାଜ୍ୟର ପ୍ରଥମ ପର୍ଯ୍ୟାୟ  ଓ ଦ୍ୱିତୀୟ ପର୍ଯ୍ୟାୟ ଅର୍ଥାତ ଏପ୍ରିଲ ୧୧ ଓ ୧୮ରେ  ହେବାକୁ ଥିବା  ୯ଟି ଲୋକସଭା ସହ ଏହା ଅଧିନରେ ଆସୁଥିବା ୫୪ଟି ବିଧାନସଭା ପାଇଁ ମଧ୍ୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି ବିଜେଡି । ନବୀନ ନିବାସରେ ବିଜେଡିର ପ୍ରଥମ ପର୍ଯ୍ୟାୟ ତାଲିକା ଘୋଷଣା କରିଛନ୍ତି ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ । ନିମ୍ନରେ ଦିଆଗଲା ସଂପୂର୍ଣ୍ଣ ପ୍ରାର୍ଥୀ ତାଲିକା।

ଲୋକସଭା କ୍ଷେତ୍ର : କଳାହାଣ୍ଡି : ପୁଷ୍ପେନ୍ଦ୍ର ସିଂହଦେଓ (ସାଂସଦ ପ୍ରାର୍ଥୀ)
ନୂଆପଡ଼ା : ରାଜେନ୍ଦ୍ର ଢୋଲକିଆ
ଖରିଆର  : ଲମ୍ବୋଧର ନିଆଳ
ଜୁନାଗଡ଼ : ଦିବ୍ୟ ଶଙ୍କର ମିଶ୍ର
ଧର୍ମଗଡ଼ : ମହୋଷଧି ବାଗ
ଭବାନୀପାଟଣା : ଦୁଷ୍ମନ୍ତ ନାଏକ
ନର୍ଲା :ଭୂପିନ୍ଦର ସିଂ

ଲୋକସଭା କ୍ଷେତ୍ର: ନବରଙ୍ଗପୁର : ରମେଶ ଚନ୍ଦ୍ର ମାଝୀ (ସାଂସଦ ପ୍ରାର୍ଥୀ)
ଉମରକୋଟ :  ସୁବାଶ ଗଣ୍ଡ
ନବରଙ୍ଗପୁର : ସଦାଶିବ ପ୍ରଧାନ
ଡ଼ାବୁଗାଁ : ମନୋହର ରାନ୍ଧାରୀ
କୋଟପାଡ଼ : ପଦ୍ମୀନୀ ଡିଆନ
ଚିତ୍ରକୋଣ୍ଡା :  ପୂର୍ଣ୍ଣଚନ୍ଦ୍ର ସାକା

ଲୋକସଭା କ୍ଷେତ୍ର: କୋରାପୁଟ : କୌଶଲ୍ୟା ହିକକା (ସାଂସଦ ପ୍ରାର୍ଥୀ)
ଗୁଣୁପୁର : ରଘୁନାଥ ଗମାଙ୍ଗ
ବିଷମକଟକ :ଜଗନ୍ନାଥ ସାରକା
ରାୟଗଡ଼ା :  ଲାଲ ବିହାରୀ ହିମିରିକା
ଲକ୍ଷ୍ମୀପୁର : ପ୍ରଭୁ ଜାନୀ
ଜୟପୁର : ରବି ନାରାୟଣ ନନ୍ଦ
କୋରାପୁଟ : ରଖୁରାମ ପୋଡାଲ

ଲୋକସଭା କ୍ଷେତ୍ର : ବ୍ରହ୍ମପୁର : ଚନ୍ଦ୍ରଶେଖର ସାହୁ (ସାଂସଦ ପ୍ରାର୍ଥୀ)
ଛତ୍ରପୁର : ସୁବାସ ଚନ୍ଦ୍ର ବେହେରା
ଗୋପାଳପୁର : ପ୍ରଦୀପ ପାଣିଗ୍ରାହୀ
ବ୍ରହ୍ମପୁର : ବିକ୍ରମ ପଣ୍ଡା
ଦିଗପହଣ୍ଡି : ସୂଯ୍ୟ ନାରାୟଣ ପାତ୍ର
ଚିକିଟି : ଉଷା ଦେବୀ
ମୋହନା : ପୂର୍ଣ୍ଣବାସୀ ନାୟକ
ପାରଳାଖେମୁଣ୍ଡି : କଲ୍ୟାଣୀ ଗଜପତି

ବଲାଙ୍ଗୀର : କଳିକେଶ ନାରାୟଣ ସିଂହଦେଓ (ସାଂସଦ ପ୍ରାର୍ଥୀ)
ଟିଟଲାଗଡ : ଟୁକୁନି ସାହୁ
ପାଟଣାଗଡ : ସରୋଜ ମେହେର
ସୋନୁପର : ନିରଞ୍ଜନ ପୂଜାରୀ
କଣ୍ଟାବାଞ୍ଝୀ : ଅଜୟ ଦାଶ
ବୀରମହାରାଜପୁର : ପଦ୍ମନାଭ ବେହେରା

ଆସ୍କା : ପ୍ରମିଳା ବିଷୋୟୀ (ସାଂସଦ ପ୍ରାର୍ଥୀ)
ହିଞ୍ଜଳିକାଟୁ : ନବୀନ ପଟ୍ଟନାୟକ
ଆସ୍କା : ମଞ୍ଜୁଳା ସ୍ୱାଇଁ
ସୋରଡା : ପୂର୍ଣ୍ଣଚନ୍ଦ୍ର ସ୍ୱାଇଁ
ସାନଖେମୁଣ୍ଡି : ନନ୍ଦିନୀ ଦେବୀ
ପୋଲସରା : ଶ୍ରୀକାନ୍ତ ସାହୁ
କବିସୂଯ୍ୟନଗର  : ଲତିକା ପ୍ରଧାନ
ଖଲ୍ଲିକୋଟ : କେକେ ସୂଯ୍ୟମଣି ବୈଦ୍ୟ

କନ୍ଧମାଳ : ଅଚ୍ୟୁତ ସାମନ୍ତ (ସାଂସଦ ପ୍ରାର୍ଥୀ)
ବାଲିଗୁଡା : ଚକ୍ରଧର କହଁର
ଜି. ଉଦୟଗିରି : ସାଲୁଜା ପ୍ରଧାନ
ବୌଦ୍ଧ : ପ୍ରଦୀପ କୁମାର ଅମାତ
କଣ୍ଟାମାଳ : ମହୀଧର ରାଣା
ଭଞ୍ଜନଗର : ବିକ୍ରମ କେଶରୀ ଆରୁଖ
ଦଶପଲ୍ଲା : ରମେଶ ବେହେରା

ବରଗଡ : ପ୍ରସନ୍ନ ଆଚାର୍ଯ୍ୟ (ସାଂସଦ ପ୍ରାର୍ଥୀ)
ବରଗଡ : ଦେବେଶ ଆଚାର୍ଯ୍ୟ
ଅତାବିରା : ସ୍ନେହାଙ୍ଗିନୀ ଛୁରିଆ
ଭଟଲୀ : ସୁଶାନ୍ତ ସିଂ
ପଦ୍ମପୁର  : ବିଜୟ ରଞ୍ଜନ ସିଂହ ବରିହା
ବିଜେପୁର : ନବୀନ ପଟ୍ଟନାୟକ
ଝାରସୁଗୁଡା : ନବ କିଶୋର ଦାସ

ସୁନ୍ଦରଗଡ : ସୁନୀତା ବିଶ୍ୱାଳ (ସାଂସଦ ପ୍ରାର୍ଥୀ)
ସୁନ୍ଦରଗଡ : ଯୋଗଶ ସିଂ
ରାଜଗାଙ୍ଗପୁର : ମଙ୍ଗଳା କିଷାନ
ତଳସରା : ଷ୍ଟିଫେନ ସୋରେନ
ରାଉରକେଲା : ସାରଦା ପ୍ରସାଦ ନାୟକ
ରଘୁନାଥପଲ୍ଲୀ : ସୁବ୍ରତ ତରାଇ
ବଣାଇ : ରଣଜିତ୍ କିଷାନ

ସମ୍ବନ୍ଧିତ ଖବର