ଓଡ଼ିଆ ସୁଟର ଶ୍ରୀୟଙ୍କା ଷଡ଼ଙ୍ଗୀଙ୍କୁ ସ୍ୱର୍ଣ୍ଣ ପଦକ

ଭୁବନେଶ୍ୱର: ଖ୍ୟାତନାମା ଓଡ଼ିଆ ସୁଟର ଶ୍ରୀୟଙ୍କା ଷଡ଼ଙ୍ଗୀଙ୍କୁ ଆଉ ଏକ ସଫଳତା ମିଳିଛି।ସେ ଚେକ୍ ରିପବ୍ଲିକ୍ ଗ୍ରାଁପି ଲିବେରେସନ୍ ସୁଟିଂ ପ୍ରତିଯୋଗିତାରେ ସେ ସ୍ୱର୍ଣ୍ଣ ପଦକ ଜିଣିଛନ୍ତି। ଓଡ଼ିଆ ଝିଅ ଶ୍ରୀୟଙ୍କା ମିକ୍ସଡ୍ ଇଭେଣ୍ଟରେ ଗଗନ ନାରଙ୍ଗଙ୍କ ସହ ଖେଳୁଥିଲେ । ୧୦ ମିଟର ଏୟାର ରାଇଫଲରେ ସେ ଏହି ପଦକ ଜିତିଥିବା ଜଣାଯାଇଛି ।

ଏଠାରେ ସୂଚନାଯୋଗ୍ୟ ଯେ ଶ୍ରୀୟଙ୍କା ଷଡ଼ଙ୍ଗୀ ଗତକାଲି ୫୦ ମିଟର ଏୟାର ରାଇଫଲରେ ରୌପ୍ୟ ପଦକ ହାସଲ କରିଥିଲେ।

ସମ୍ବନ୍ଧିତ ଖବର