ଜାଣନ୍ତୁ ଆସନ୍ତାକାଲିର ରାଶିଫଳ

ମେଷ: ଆପଣଙ୍କ ଲାଗି ଦିନଟି ଉତ୍ସାହପୂର୍ଣ୍ଣ ରହିବ। କ୍ୟାରିଅରରେ ଆପଣଙ୍କର ବଢ଼ିଆ ସୁନିଶ୍ଚିତ ହେବ। ଉଦିତ ଲେଖକଙ୍କ ପାଇଁ ଦିନଟି ଶୁଭ। ଆପଣ କୌଣସି ପାରିବାରିକ ସମାରୋହକୁ ଯାଇପାରନ୍ତି। ଦାଂପତ୍ୟ ଜୀବନରେ ମଧୁରତା ବଜାୟ ରହିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ସୁରେଶ୍ବରୀ।

ବୃଷ: ମହତ୍ତ୍ବପୂର୍ଣ୍ଣ ଲୋକଙ୍କ ସାକ୍ଷାତ୍‌ ଆଲୋଚନା ହେବ। କୌଣସି ସମସ୍ୟାର ସମାଧାନ ଲାଗି ରାସ୍ତା ମିଳିବ। ଘରେ ଛୋଟିଆ ସମାରୋହର ଆୟୋଜନ କରିପାରନ୍ତି। ଦାଂପତ୍ୟ ସମ୍ବନ୍ଧରେ ପ୍ରସନ୍ନତା ଆସିବ। ଲେଖାପଢ଼ାରେ ସାଥୀଙ୍କ ସହଯୋଗ ମିଳିବ। ଶୁଭରଙ୍ଗ: ବାଦାମୀ। ଆରାଧନା: ଶ୍ରୀକୃଷ୍ଣ।

ମିଥୁନ: ଆପଣଙ୍କ ଭିତରେ ନୂଆ ଊର୍ଜା ସ˚ଚାର ହେବ। ରୋଜଗାର କ୍ଷେତ୍ରରେ ଆପଣଙ୍କୁ ସଫଳତା ମିଳିପାରେ। ଶତ୍ରୁଙ୍କୁ ପରାସ୍ତ କରିବେ। କୌଣସି ନିର୍ମାଣ କାର୍ଯ୍ୟ ଲାଗି ଯୋଜନା କରିବେ। ଜୀବନସାଥୀଙ୍କ ସହିତ ତାଳମେଳ ବଜାୟ ରହିବ। ଶୁଭରଙ୍ଗ: ସବୁଜ। ଆରାଧନା: ମାଆ ଭଦ୍ରକାଳୀ।

କର୍କଟ: ଆପଣଙ୍କ ଲାଗି ବଢ଼ିଆ ସମ୍ଭାବନା ରହିଛି। ଉନ୍ନତି ଲାଗି କୌଣସି ବଢ଼ିଆ ସୁଯୋଗ ମିଳିବ। ଆର୍ଥିକ ରୂପେ ମଜଭୁତ ବଜାୟ ରହିବ। ପାରିବାରିକ ଜୀବନ ସୁଖମୟ ହେବ। ପ୍ରିୟ ବନ୍ଧୁଙ୍କ ସହିତ ବାହାରକୁ ବୁଲି ଯିବେ। ଶୁଭରଙ୍ଗ: ଧଳା। ଆରାଧନା: ହର ପାର୍ବତୀ।

ସି˚ହ: ଧାର୍ମିକ କାର୍ଯ୍ୟରେ ଆପଣଙ୍କର ରୁଚି ଜାଗ୍ରତ ହେବ। ଆପଣଙ୍କର କଥା ଓ କାମ କରିବା କୌଶଳ ଲୋକଙ୍କୁ ଖୁସି କରାଇବ। ଅଚାନକ ଧନପ୍ରାପ୍ତି ହେବ। ବନ୍ଧୁ ମାନଙ୍କ ସହିତ ଆପଣଙ୍କର ଭଲ ସମୟ ବିତିବ। ପରିବାରରେ ଖୁସିର ମାହୋଲ ରହିବ। ଶୁଭରଙ୍ଗ: ମ୍ୟାଜଣ୍ତା। ଆରାଧନା: ମାଆ ଦୁର୍ଗା।

କନ୍ୟା: ଦିନଟି ଆପଣଙ୍କ ଲାଗି ସବୁ ଦୃଷ୍ଟିରୁ ଭଲ। ସାମାଜିକ କାର୍ଯ୍ୟରେ ଅ˚ଶ ଗ୍ରହଣ କରିବେ। ବେପାରରେ ଅଚାନକ ଧନଲାଭର ସୁଯୋଗ ମିଳିବ। ପାରିବାରିକ ସମ୍ବନ୍ଧ ମଜଭୁତ ହେବ। ପ୍ରେମ ଆଳାପରେ ସତେଜତା ଅନୁଭବ କରିବେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ତାରିଣୀ।

ତୁଳା: ଆପଣ ନିଜ ସ୍ବପ୍ନର ଦୁନିଆରେ ବିଚରଣ କରିବେ। ମିଠା ମିଠା କଥା କହି ସମସ୍ତଙ୍କ ହୃଦୟ ଜିଣି ନେବେ। କୌଣସି ଜରୁରି କାମରେ ବଡ଼ ଭାଇ ଭଉଣୀଙ୍କ ସହଯୋଗ ପାଇବେ। ଜୀବନସାଥୀଙ୍କ ସହିତ ବାହାରକୁ ବୁଲି ଯାଇପାରନ୍ତି। ଶୁଭରଙ୍ଗ: ଲାଲ। ଆରାଧନା: ମହାଲକ୍ଷ୍ମୀ।

 

 

 

 

 

 

 

 

 

 

ବିଛା: ଜୀବନରେ ମଉଜ ମଜଲିସ ଲାଗି ଭଲ ସୁଯୋଗ ମିଳିବ। ପ୍ରିୟବନ୍ଧୁଙ୍କ ସହିତ ସମ୍ବନ୍ଧ ମଜଭୁତ ହେବ। ସାହିତ୍ୟ କ୍ଷେତ୍ରରେ ଥିବା ବ୍ୟକ୍ତିମାନେ ସମ୍ମାନିତ ହୋଇପାରନ୍ତି। ବ୍ୟବସାୟରେ ପ୍ରଚୁର ଲାଭ ପାଇବେ। ବିଜ୍ଞାନ ଛାତ୍ରଛାତ୍ରୀଙ୍କ ଲାଗି ଦିନଟି ବଢ଼ିଆ ରହିବ। ଶୁଭରଙ୍ଗ: ମେରୁନ। ଆରାଧନା: ମାଆ ଅମ୍ବିକା।

ଧନୁ: ଆପଣଙ୍କ ମନ ଆଧୢାତ୍ମିକ ଦିଗରେ ଅଧିକ ଲାଗି ରହିବ। କ˚ପାନି ଚାକିରିଆଙ୍କୁ ନୂଆ ପରିଯୋଜନା ମିଳିବ। ଆର୍ଥିକ ପକ୍ଷ ମଜଭୁତ ବଜାୟ ରହିବ। ପୁରୁଣା ବନ୍ଧୁଙ୍କ ସାକ୍ଷାତ ହେବାର ସମ୍ଭାବନା। ବିଦ୍ୟାର୍ଥୀଙ୍କୁ ପରିକ୍ଷାରେ ଭଲ ପରିଣାମ ମିଳିବ। ଶୁଭରଙ୍ଗ: ଧଳା। ଆରାଧନା: ସୂର୍ଯ୍ୟଦେବ।

ମକର: ଆପଣଙ୍କ ଭାବନା ଯଥେଷ୍ଟ ସକାରାତ୍ମକ ରହିବ। ପରିବାର ଲୋକଙ୍କ ସହିତ ଧର୍ମସ୍ଥାନକୁ ଯାତ୍ରାରେ ଯିବେ। ଆପଣଙ୍କ ମନ ସାମାଜିକ କାର୍ଯ୍ୟ ଆଡ଼କୁ ରହିବ। ବ୍ୟବସାୟରେ ବଡ଼ ସଉଦା ହେବ। ଅଫିସରେ ଆପଣଙ୍କୁ ଅଧସ୍ତନ କର୍ମଚାରୀଙ୍କ ସହଯୋଗ ମିଳିବ। ଶୁଭରଙ୍ଗ: କଫିରଙ୍ଗ। ଆରାଧନା: ଶ୍ରୀକୃଷ୍ଣ।

କୁମ୍ଭ: ବିଚାରରେ ସକାରାତ୍ମକ ବଜାୟ ରଖନ୍ତୁ। କୌଣସି ଖାସ୍‌ ବ୍ୟକ୍ତିଙ୍କ ସାକ୍ଷାତ୍‌ ଆଲୋଚନା ହୋଇପାରେ। ଅଫିସରେ କିଛି ନୂଆ କରିପାରନ୍ତି। ବ୍ୟବସାୟରେ ବିରୋଧୀମାନଙ୍କ ପ୍ରତି ସାବଧାନ ରହନ୍ତୁ। ଶୁଭରଙ୍ଗ: ବାଦାମୀ। ଆରାଧନା: ସନ୍ତୋଷୀମାତା।

ମୀନ: ଆଜି ଖୋଦକୁ ଊର୍ଜାବାନ ଅନୁଭବ କରିବେ। ଆପଣଙ୍କର ସବୁ ସମୟରେ ପୂରା ହୋଇଯିବ। ରାଜନୀତିରେ ସାମାଜିକ କାର୍ଯ୍ୟ କରିବାର ସୌଭାଗ୍ୟ ପ୍ରାପ୍ତ ହେବ। ବୈବାହିକ ଜୀବନରେ ମଧୁରତା ବଜାୟ ରହିବ। ଶୁଭରଙ୍ଗ: ଧଳା। ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ।

ସମ୍ବନ୍ଧିତ ଖବର