ଜାଣନ୍ତୁ ଆସନ୍ତାକାଲିର ରାଶିଫଳ

ମେଷ: ମନରେ ଧାର୍ମିକ ଭାବନା ଉଦୟ ହେବ। ଧର୍ମଗ୍ରନ୍ଥ ଆଦି କିଣିବେ। ପ୍ରତିଟି କାମରେ ସଫଳତା ମିଳିବ। ଧନ ସମ୍ବନ୍ଧୀୟ ଚିନ୍ତା ଦୂର ହେବ। ଅଫିସରେ ଆପଣଙ୍କୁ କୌଣସି ବଡ଼ ଦାୟିତ୍ବ ମିଳିପାରେ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ହର ପାର୍ବତୀ।

ବୃଷ: ଆପଣଙ୍କର କାମ ମନ୍ଥର ଗତିରେ ପୂରା ହେବାର ସମ୍ଭାବନା। ବିଶେଷ କାମରେ ମିତ୍ରଙ୍କ ଠାରୁ ବଢ଼ିଆ ପରାମର୍ଶ ପାଇବେ। ଖାଦ୍ୟ-ପାନୀୟ ପ୍ରତି ସଜାଗ ରହନ୍ତୁ। ବାହାର କାମରେ ଗଲାବେଳେ ବାହନ ସାବଧାନତାର ସହ ଚଳାନ୍ତୁ। ଶୁଭରଙ୍ଗ: କ୍ରୀମ୍‌। ଆରାଧନା: ପ୍ରଭୁ ହନୁମାନ।

ମିଥୁନ: ଆପଣଙ୍କ ଊର୍ଜାର ସ୍ତର ବଢ଼ିବ। ଫୋନରେ ନିକଟ ସ˚ପର୍କିୟଙ୍କ ସହିତ ଲମ୍ବା ସମୟ ଧରି କଥାବାର୍ତ୍ତା ହେବେ। ସାମାଜିକ କାର୍ଯ୍ୟରେ ରୁଚି ନେଇପାରନ୍ତି। ହୋଟେଲ ମ୍ୟାନଜରଙ୍କୁ ଧନଲାଭ ହେବ। ବୈବାହିକ ଜୀବନ ଭଲ ରହିବ। ଶୁଭରଙ୍ଗ: ଧଳା। ଆରାଧନା: ମହାଦେବ।

କର୍କଟ: ଦିନଟି ଆପଣଙ୍କ ଲାଗି ସବୁ ଦୃଷ୍ଟିରୁ ଭଲ। ଶତ୍ରୁଙ୍କ ଉପରେ ବିଜୟ ହାସଲ କରିବେ। ସାମାଜରେ ମାନ ସମ୍ମାନ ବଢ଼ିବ। ଜମି ଦଲାଲଙ୍କୁ ପୁରୁଣା ଜମିରୁ ଧନଲାଭ ହେବ। ପ୍ରେମର ଆବେଦନ ଲାଗି ଶୁଭ ସମୟ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ପାଟଣେଶ୍ବରୀ।

ସି˚ହ: ଦିନଟି ସକାରାତ୍ମକ ଭରା ରହିବ। ଆପଣଙ୍କୁ ଆର୍ଥିକ ରୂପେ ଲାଭ ହେବ। ବ୍ୟାବସାୟିକ କାମରେ ଦୂରସ୍ଥାନକୁ ଯାତ୍ରାରେ ଯିବେ। ପ୍ରେମିକ ପ୍ରେମିକାଙ୍କ ଲାଗି ଭଲ ଦିନଟିଏ। କ୍ରିକେଟ ଖେଳାଳିମାନେ ପ୍ରଦର୍ଶନ ଭଲ କରିବେ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ମାଆ ଦୁର୍ଗା।

କନ୍ୟା: ବ୍ୟବସାୟୀଙ୍କୁ ପରିଶ୍ରମର ଫଳ ମିଳିବ। ଆଜି ନୂଆ ଲୋକଙ୍କ ସହିତ ପରିଚୟ ହେବ। କ˚ପ୍ୟୁଟର ଇ˚ଜିନିୟରଙ୍କୁ ବଡ଼ କ˚ପାନିରେ ଚାକିରିର ପ୍ରସ୍ତାବ ମିଳିବ। ପରିବାରରେ ହର୍ଷ ଉଲ୍ଲାସର ବାତାବରଣ ରହିବ। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ସମଲେଶ୍ବରୀ।

ତୁଳା: ଆଜି ଆପଣଙ୍କ ଭିତରେ ଆତ୍ମବିଶ୍ବାସ ଅଧିକ ରହିବ। କ୍ୟାରିଅରରେ ଆଗକୁ ବଢ଼ିବା ଲାଗି ନଜର ଆସିବ। କାନୁନ ମାମଲା ସମାଧାନ ହୋଇଯିବ। ବେପାରରେ ଫାଇଦା ହେବାର ସମ୍ଭାବନା। ବୈବାହିକ ଜୀବନ ପାଇଁ ଦିନଟି ଭଲ। ଶୁଭରଙ୍ଗ: ଧଳା। ଆରାଧନା: ହର ପାର୍ବତୀ।

 

ବିଛା: ଆପଣଙ୍କ ବ୍ୟବହାରରେ ଅନ୍ୟର ହୃଦୟ ଜିଣିବେ। କୌଣସି କାମରୁ ଆଜି ବଡ଼ ଫାଇଦା ହେବ। ବ୍ୟବସାୟ ସହିତ ସ˚ଲଗ୍ନ କାମରେ ଯାତ୍ରା କରିବେ। ପ୍ରେମରେ ସତେଜତା ଅନୁଭବ କରିବେ। ସୁଖାଦ୍ୟ ଭୋଜନ କରିବେ। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ଅମ୍ବିକା।

ଧନୁ: ଭାଗ୍ୟର ସହଯୋଗ ପାଇବେ। କୌଣସି ନୂଆ ଅନୁବନ୍ଧରେ ଆପଣଙ୍କୁ ଲାଭ ହେବ। ଅଫସିରେ ଅଧିକାରୀଙ୍କୁ ଆପଣଙ୍କ କଥା କହିବାରେ ସଫଳ ହେବେ। ପରିବାରରେ ପୁଣ୍ୟକାର୍ଯ୍ୟ ଆୟୋଜନର ରୂପରେଖ ପ୍ରସ୍ତୁତ କରିବେ। ଶୁଭରଙ୍ଗ: ଧଳା। ଆରାଧନା: ସୂର୍ଯ୍ୟଦେବ।

ମକର: ଆଜି ଆପଣଙ୍କର ପ୍ରଗତିରେ ଗତିରୋଧ ହେବ। ପଇସାକୁ ନେଇ କାହାରି ସହିତ ବିବାଦ ହୋଇପାରେ। ପାରିବାରିକ ଦାୟିତ୍ବ ଆପଣଙ୍କୁ ଅର୍ପଣ କରାଯାଇପାରେ। ବନ୍ଧୁଙ୍କ ସହିତ କୌଣସି ଖାସ୍‌ ବିଷୟ ଉପରେ କଥାବର୍ତ୍ତା ହେବେ। ଶୁଭରଙ୍ଗ: ଘିଅରଙ୍ଗ। ଆରାଧନା: ବାବା ଲିଙ୍ଗରାଜ।

କୁମ୍ଭ: ଦିନଟି ଆପଣଙ୍କ ଲାଗି ଠିକ୍‌ଠାକ୍‌ ରହିବ। କାମରେ ପରିଶ୍ରମର ସକାରାତ୍ମକ ଫଳ ମିଳିବ। ସାମାଜିକ ସମାରୋହରେ ସହଭାଗିତା କରିବାର ସୁଯୋଗ ମିଳିବ। କାରବାର ସମ୍ବନ୍ଧୀୟ ଯାତ୍ରା ଯୋଗ ରହିଛି। ପ୍ରିୟ ବନ୍ଧୁଙ୍କ ସହିତ ସମ୍ବନ୍ଧ ମଧୁର ହେବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ବିରଜା।

ମୀନ: ଆପଣଙ୍କ ମହତ୍ତ୍ବାକା˚କ୍ଷାକୁ ବଳ ମିଳିବ। ଲକ୍ଷ୍ୟ ପୂରଣ ଦିଗରେ କାମ କରିବେ। ଶକ୍ଷକଙ୍କ ଲାଗି ସଫଳତାର ଦିନଟିଏ। ବ୍ୟବସାୟରେ ଧନଲାଭ ହେବ। ସନ୍ତାନଙ୍କ ଠାରୁ ସୁଖ ମିଳିବ। ପ୍ରେମିକ-ପ୍ରେମିକାଙ୍କ ଲାଗି ଦିନଟି ଭଲ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ତାରିଣୀ।

ସମ୍ବନ୍ଧିତ ଖବର