ଜାଣନ୍ତୁ ଆଜିର ରାଶିଫଳ

ମେଷ: ନୂଆ ପ୍ରସ୍ତାବର ରୂପରେଖ ଦିଅନ୍ତୁ, ଭବିଷ୍ୟତରେ ଶୁଭଫଳ ପାଇବେ। ଧନପ୍ରାପ୍ତିର ପ୍ରବଳ ଯୋଗ ରହିଛି। ସନ୍ଧ୍ୟାରେ ଜୀବନ ସାଥୀଙ୍କ ସହିତ ଆପଣଙ୍କ ଜୀବନ ଆନନ୍ଦମୟ ହେବ। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ଭଦ୍ରକାଳୀ।

 

ବୃଷ: ଆଜି ଆପଣଙ୍କୁ ଭାଗ୍ୟ ବହୁତ କିଛି ଦେବ। ନୂଆ କାମର ଶୁଭାରମ୍ଭ କରିବେ। ଆପଣ ବନ୍ଧୁମାନଙ୍କ ସଙ୍ଗରେ ରହି ଶାନ୍ତି ଅନୁଭବ କରିବେ। ପରିବାର ଲୋକଙ୍କ ସହିତ ତାଳମେଳ ବଜାୟ ରହିବ। ଶୁଭରଙ୍ଗ: ଫିକା ହଳଦିଆ। ଆରାଧନା: ମାଆ ରାମଚଣ୍ତୀ।

 

ମିଥୁନ: ଆପଣଙ୍କ ମିଷ୍ଟ ବ୍ୟବହାରରେ ନୂଆ ଲକ୍ଷ୍ୟ ହାସଲ କରିନେବେ। ଶାସନରେ ଥିବା ଲୋକଙ୍କ ସହିତ ସ˚ପର୍କ ବଢ଼ିବ। ପରିବାର ସହିତ ଅଧିକ ସମୟ ଖୁସି‌େର କଟିବ। ଘରକୁ ବନ୍ଧୁଙ୍କ ଆସିବାଯିବା ଲାଗି ରହିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ପାଟଣେଶ୍ବରୀ।

କର୍କଟ: କର୍ମକ୍ଷେତ୍ରରେ ସଫଳତା ପାଇବେ। ଶତ୍ରୁ ଆପଣଙ୍କର କ୍ଷତି କରିବାକୁ ଚେଷ୍ଟା କଲେ ବି କିଛି କରିପାରିବେ ନାହିଁ। ଧନପ୍ରାପ୍ତିର ପ୍ରବଳ ଯୋଗ ରହିଛି। କୌଣସି ନିର୍ମାଣ କାର୍ଯ୍ୟ ପାଇଁ ଯୋଜନା କରିବେ। ଶୁଭରଙ୍ଗ: ଧଳା। ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ।


ସି˚ହ: ଆପଣଙ୍କର କୌଣସି ସ୍ବପ୍ନ ପୂରା ହେବ। ରାଜନୀତିରୁ ଲାଭ ପାଇବେ। ରାଷ୍ଟ୍ରୀୟ ସ୍ତରର ନେତାଙ୍କ ସହିତ ସ˚ପର୍କ ସ୍ଥାପନ ହେବ। ଚାକିରିରେ ଯଥେଷ୍ଟ ସଫଳତା ମିଳିବାର ସ˚କେତ ମିଳିବ। ଜୀବନସାଥୀଙ୍କ ପ୍ରେମ ଓ ସୁଖ ପାଇବେ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ମାଆ ଅମ୍ବିକା।

 


କନ୍ୟା: ଭାଗ୍ୟ ଆପଣଙ୍କୁ ସାଥ ଦେବ। ନୂଆ ପ୍ରସ୍ତାବ ଓ ପରିଯୋଜନା ମିଳିପାରେ। ଧର୍ମ ସ˚ସ୍ଥାକୁ ଦାନ ଦେଇପାରନ୍ତି। ଚାକିରିଆଙ୍କ ପାଇଁ ଦିନଟି ବହୁତ ଭଲ ରହିବ। ପାରିବାରିକ ଜୀବନ ସୁଖମୟ ହେବ। ଶୁଭରଙ୍ଗ: କଫି ରଙ୍ଗ। ଆରାଧନା: ମାଆ ସମଲେଶ୍ବରୀ।

ତୁଳା: ଦେବୀମାତାଙ୍କ ଆରାଧନାରେ ମନକୁ ଶାନ୍ତି ମିଳିବ। ଅଧିକ ସମୟ ଉପବାସ ରହନ୍ତୁ ନାହିଁ। ଆପଣଙ୍କ ମନରେ ଉଙ୍କି ମାରିଥିବା ପ୍ରଶ୍ନର ସମାଧାନ ମିଳିବ। ଆମଦାନିର ନୂଆ ରାସ୍ତା ଉନ୍ମୁକ୍ତ ହେବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଭଦ୍ରକାଳୀ।

 

ବିଛା: ବ୍ୟବସାୟରେ ନୂଆ ସମ୍ଭାବନା ଅନ୍ବେଷଣ କରିବେ। ସରକାରୀ ଚାକିରିଆଙ୍କୁ ଲାଭ ମିଳିପାରେ। ବନ୍ଧୁଙ୍କ ସହିତ ବସି ହାଲୁକା ଅନୁଭବ କରିବେ। ପରିବାରରେ ସୁଖ ଓ ଶାନ୍ତି ବୃଦ୍ଧି ପାଇଁ ଦିନଟି ଭଲ। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ଭୈରବୀ।

 


ଧନୁ: ଦିନଟି ଆପଣଙ୍କ ପାଇଁ ଅନୁକୂଳ। ଅଫିସରେ ସିନିୟରଙ୍କ ସହଯୋଗ‌େର ସ୍ଥଗିତ ଥିବା କାମ ପୂରା ହେବ। ବ୍ୟବସାୟରୁ ଅଚାନକ ଧନଲାଭ ହେବ। ପତିପତ୍ନୀଙ୍କ ମଧୢରେ ଉତ୍ତମ ବୁଝାମଣା ରହିବ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ମାଆ ଦୁର୍ଗା।

 

ମକର: କମ୍‌ କଥା କହିଲେ ଲୋକଙ୍କ ନଜରରେ ଆସିବେ। ଶିକ୍ଷାକ୍ଷେତ୍ରରେ କରିଥିବା ପରିଶ୍ରମର ଫଳ ନିଶ୍ଚୟ ପାଇବେ। ଅଚାନକ ଧନଲାଭ ହେବ। ବ୍ୟବସାୟରେ ଜୀବନସାଥୀଙ୍କ ସହଯୋଗ ମିଳିବ। ଶୁଭରଙ୍ଗ: ସବୁଜ। ଆରାଧନା: ମହାଦେବ।

କୁମ୍ଭ: ବ୍ୟବସାୟରେ ଉନ୍ନତି ହେବ। ବନ୍ଧୁଙ୍କ ଠାରୁ ଭଲ ଖବର ପାଇବେ। ରାଜନୀତିରେ ଉଚ୍ଚପଦ ମିଳିପାରେ। ଚାକିରିଆଙ୍କ ଲାଗି ସୁବର୍ଣ୍ଣ ସୁଯୋଗ ଆସିବ। ପ୍ରେମ ସମ୍ବନ୍ଧରେ ମଧୁରତା ଆସିବ। ସୁଖପୂର୍ଣ୍ଣ ଭ୍ରମଣ ଯୋଗ ରହିଛି। ଶୁଭରଙ୍ଗ: କଫି ରଙ୍ଗ। ଆରାଧନା: ଶ୍ରୀକୃଷ୍ଣ।

 

ମୀନ: ଚେଷ୍ଟା କରନ୍ତୁ; କଷ୍ଟ ମନେ ହେଉଥିବା କାର୍ଯ୍ୟ ସହଜରେ ହୋଇଯିବ। ଆପଣଙ୍କର ଲାଭ ଓ ଉନ୍ନତି ହେବ। ଭାଇଭଉଣୀଙ୍କ ସହିତ ସମ୍ବନ୍ଧରେ ପ୍ରେମ ବଜାୟ ରହିବ। ଯାତ୍ରା ଅଧିକ ହେତୁ କ୍ଳାନ୍ତ ଅନୁଭବ କରିବେ। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ।

ସମ୍ବନ୍ଧିତ ଖବର