ଜାଣନ୍ତୁ ଆଜିର ରାଶିଫଳ

ମେଷ: ଆପଣଙ୍କ ମନ ଆଧୢାତ୍ମିକ ଦିଗରେ ଅଧିକ ଲାଗି ରହିବ। କାର୍ଯ୍ୟ କ୍ଷେତ୍ରରେ ଅଧିକ ପରିଶ୍ରମ କରିବାକୁ ପଡ଼ିପାରେ। କ୍ରିକେଟ୍ ଖେଳାଳିଙ୍କ ଲାଗି ଦିନଟି ଶୁଭ। ପାରିବାରିକ ମାମଲାକୁ ନେଇ ବ୍ୟସ୍ତତା ବଢ଼ିବ। ସ୍ବାସ୍ଥ୍ୟ ସମ୍ବନ୍ଧରେ ସଚେତନ ରହନ୍ତୁ। ଶୁଭରଙ୍ଗ: ଧଳା। ଆରାଧନା: ବାବା ଗୁପ୍ତେଶ୍ବର।

ବୃଷ: ଆପଣଙ୍କ ଭାବନା ଯଥେଷ୍ଟ ସକାରାତ୍ମକ ରହିବ। ବ୍ୟବସାୟରେ ବଡ଼ ସଉଦା ହେବ। ଅଫିସରେ ଆପଣଙ୍କୁ ଅଧସ୍ତନ କର୍ମଚାରୀଙ୍କ ସହଯୋଗ ମିଳିବ। ରାଜନୀତି କାର୍ଯ୍ୟରେ ସଫଳତା ପାଇବେ। ପ୍ରେମରେ ସଫଳ ହେବେ। ଶୁଭରଙ୍ଗ: କଫି ରଙ୍ଗ। ଆରାଧନା: ମାଆ କୀଚକେଶ୍ବରୀ।


ମିଥୁନ: ବିଚାରରେ ସକାରାତ୍ମକ ବଜାୟ ରହିବ। ଅଫିସରେ କିଛି ନୂଆ କରିପାରନ୍ତି। ହକି ଖେଳାଳିମାନେ ବଢ଼ିଆ ପ୍ରଦର୍ଶନ କରିବେ। ବ୍ୟବସାୟରେ ବଡ଼ ଡିଲ୍‌ ହୋଇପାରେ। ସ୍ବାସ୍ଥ୍ୟ ସମ୍ବନ୍ଧରେ ସତର୍କ ରହନ୍ତୁ। ଶୁଭରଙ୍ଗ: କଫି ରଙ୍ଗ। ଆରାଧନା: ସୂର୍ଯ୍ୟଦେବ।

କର୍କଟ: ଆଜି ଖୋଦକୁ ଊର୍ଜାବାନ ଅନୁଭବ କରିବେ। ରାଜନୀତିରେ ସାମାଜିକ କାର୍ଯ୍ୟ କରିବାର ସୌଭାଗ୍ୟ ପ୍ରାପ୍ତ ହେବ। ମହିଳାମାନେ ଜୀବନରେ ଆଗକୁ ବଢ଼ିବେ। ବୈବାହିକ ଜୀବନରେ ମଧୁରତା ବଜାୟ ରହିବ। ଶୁଭରଙ୍ଗ: ଆକାଶୀ ନୀଳ। ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ।

ସି˚ହ: ଆପଣଙ୍କ ଲାଗି ଦିନଟି ଉତ୍ସାହପୂର୍ଣ୍ଣ ରହିବ। ସ୍ଥଗିତ ଥିବା କାମ ଜଲଦି ପୂରା ହୋଇଯିବ। ଉଦିତ ଲେଖକଙ୍କ ପାଇଁ ଦିନଟି ଶୁଭ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବାରେ ବ୍ୟସ୍ତ ରହିବେ। ଦାମ୍ପତ୍ୟ ଜୀବନରେ ମଧୁରତା ବଜାୟ ରହିବ। ଶୁଭରଙ୍ଗ: ଧଳା। ଆରାଧନା: ମହାଲକ୍ଷ୍ମୀ।

କନ୍ୟା: ପରିବାରରେ ଲାଗିରହିଥିବା ସମସ୍ୟାର ସମାଧାନ ହେବ। ପୂର୍ବରୁ କରିଥିବା ପରିଶ୍ରମରୁ ଲାଭ ମିଳିବ। ସମାଜରେ ଆପଣଙ୍କର ମାନସମ୍ମାନ ବଢ଼ିବ। ଦାମ୍ପତ୍ୟ ସମ୍ବନ୍ଧରେ ପ୍ରସନ୍ନତା ଆସିବ। ଲେଖାପଢ଼ାରେ ସାଥୀଙ୍କ ସହଯୋଗ ମିଳିବ। ଶୁଭରଙ୍ଗ: ମାଜେଣ୍ଡା। ଆରାଧନା: ସୂର୍ଯ୍ୟଦେବ।

ତୁଳା: ଆପଣଙ୍କ ଭିତରେ ନୂଆ ଊର୍ଜା ସ˚ଚାର ହେବ। ଶତ୍ରୁଙ୍କୁ ପରାସ୍ତ କରିବେ। କ୍ୟାରିୟର ମାମଲାରେ ସଠିକ୍‌ ବିଚାର କରିପାରନ୍ତି। ବ୍ୟବସାୟୀଙ୍କ ଲାଗି ଦିନଟି ଲାଭଦାୟକ ହେବ। ଜୀବନସାଥୀଙ୍କ ସହିତ ତାଳମେଳ ବଜାୟ ରହିବ। ଶୁଭରଙ୍ଗ: ନୀଳ। ଆରାଧନା: ମାଆ ଭଦ୍ରକାଳୀ।


ବିଛା: ଆପଣଙ୍କ ଲାଗି ବଢ଼ିଆ ସମ୍ଭାବନା ରହିଛି। କାର୍ଯ୍ୟ କ୍ଷେତ୍ରରେ ନୂଆ ଅବସର ପ୍ରାପ୍ତ ହେବ। ଘରୋଇ ଚିନ୍ତା ଧୀରେଧୀରେ ସମାପ୍ତ ହୋଇଯିବ। ପ୍ରିୟ ବନ୍ଧୁଙ୍କ ସହିତ ବାହାରକୁ ବୁଲି ଯିବାର ଯୋଜନା କରିବେ। ସୁସ୍ବାଦୁ ଖାଦ୍ୟ ଭୋଜନ କରିବେ। ଶୁଭରଙ୍ଗ: ଧଳା। ଆରାଧନା: ହର ପାର୍ବତୀ।


ଧନୁ: ଧାର୍ମିକ କାର୍ଯ୍ୟରେ ଆପଣଙ୍କର ରୁଚି ଜାଗ୍ରତ ହେବ। ଆପଣଙ୍କର କଥା ଓ କାମ କରିବା କୌଶଳ ଲୋକଙ୍କୁ ଖୁସି କରାଇବ। ଚାକିରିଆଙ୍କୁ ପଦୋନ୍ନତି ମିଳିପାରେ। ପରିବାରରେ ଖୁସିର ମାହୋଲ ରହିବ। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ବିରଜା।

ମକର: ଆପଣଙ୍କର କିଛି ଆଶା ପୂରା ହେବାର ଯୋଗ ରହିଛି। ସାମାଜିକ କାର୍ଯ୍ୟରେ ଅ˚ଶ ଗ୍ରହଣ କରିବେ। ଅଚାନକ ଧନଲାଭ ହେବ। ପାରିବାରିକ ସମ୍ବନ୍ଧ ମଜଭୁତ ହେବ। ପ୍ରେମ ଆଳାପରେ ସତେଜତା ଅନୁଭବ କରିବେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଦୁର୍ଗା।

କୁମ୍ଭ: ଆପଣ ସ୍ବପ୍ନର ଦୁନିଆରେ ବିଚରଣ କରିବେ। ମିଠା ମିଠା କଥା କହି ସମସ୍ତଙ୍କ ହୃଦୟ ଜିଣି ନେବେ। ବ୍ୟବସାୟରେ ନୂଆ ପ୍ରସ୍ତାବ ଓ ଅନୁବନ୍ଧ ମିଳିବ। ପ୍ରିୟ ବନ୍ଧୁଙ୍କ ସହିତ ବାହାରକୁ ବୁଲି ଯାଇପାରନ୍ତି। ଶୁଭରଙ୍ଗ: କଫି ରଙ୍ଗ। ଆରାଧନା: ମହାଲକ୍ଷ୍ମୀ।

ମୀନ: ଜୀବନରେ ମଉଜ ମଜଲିସ ଲାଗି ଭଲ ସୁଯୋଗ ମିଳିବ। ପ୍ରିୟବନ୍ଧୁଙ୍କ ସହଯୋଗ ମିଳିବ। କ୍ୟାରିୟର ସମ୍ବନ୍ଧୀୟ ନୂଆ ଅବସର ମିଳିବ। ସମାଜରେ ମାନସମ୍ମାନ ପାଇବେ। ବ୍ୟବସାୟରୁ ପ୍ରଚୁର ଲାଭ ପାଇବେ। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ସୂର୍ଯ୍ୟଦେବ।

ସମ୍ବନ୍ଧିତ ଖବର