ଜାଣନ୍ତୁ ଆଜିର ରାଶିଫଳ

ମେଷ: ଆପଣଙ୍କ ଭିତରେ ଆତ୍ମବିଶ୍ବାସ ଅତୁଟ ରହିବ। ଆପଣଙ୍କ ସକାରାତ୍ମକ ମନ୍ତବ୍ୟ ଅନ୍ୟମାନଙ୍କୁ ପ୍ରଭାବିତ କରିବ। ମିତ୍ରଙ୍କ ସହଯୋଗରେ ବ୍ୟବସାୟରେ ଉନ୍ନତି ହେବ। ଆପଣଙ୍କ ଦାମ୍ପତ୍ୟ ଜୀବନ ପ୍ରୀତିମୟ ରହିବ। ଶୁଭରଙ୍ଗ: ଗୋଲାପି। ଆରାଧନା: ଶ୍ରୀକୃଷ୍ଣ।

ବୃଷ: ଦିନଟି ଆପଣଙ୍କ ଲାଗି ସବୁ ଦୃଷ୍ଟିରୁ ଭଲ। ଆଜି ଆପଣ ନୂଆ ଲକ୍ଷ୍ୟ ହାସଲ କରିବେ। ସଙ୍ଗୀତକାରଙ୍କୁ ପ୍ରସିଦ୍ଧି ମିଳିବ। ସନ୍ତାନଙ୍କ ପକ୍ଷରୁ ସୁଖବର ମିଳିପାରେ। ବିବାହିତା ମହିଳାଙ୍କ ଲାଗି ଦିନଟି ଖୁସି ନେଇ ଆସିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଗାୟତ୍ରୀ।

ମିଥୁନ: ଆପଣଙ୍କର କୌତୁକିଆ ସ୍ବଭାବ ଲୋକପ୍ରିୟତା ବୃଦ୍ଧି କରାଇବ। ଅଫିସରେ ଗୁରୁତ୍ବପୂର୍ଣ୍ଣ ଫଇସଲା ନେଇପାରନ୍ତି। ଘରୋଇ ଜିନିଷ କିଣିବାରେ ପଇସା ଅଧିକ ଖର୍ଚ୍ଚ ହେବ। ବିବାହିତାଙ୍କୁ ପାରିବାରିକ ଖୁସି ମିଳିବ। ଶୁଭରଙ୍ଗ: ବାଦାମୀ। ଆରାଧନା: ମାଆ ସୁରେଶ୍ବରୀ।

କର୍କଟ: ଦିନଟି ଆପଣଙ୍କ ଲାଗି ଉତ୍ତମ ରହିବ। ପୈତୃକ ସ˚ପତ୍ତିର ଭାଗବଣ୍ଟା ଆପଣଙ୍କ ପକ୍ଷରେ ରହିବ। ଚାକିରିଆଙ୍କୁ ପାରିତୋଷିକ ମିଳିପାରେ। ରାଜନୀତିରେ ମହତ୍ତ୍ବାକାଂକ୍ଷା ପୂରା ହେବ। ପ୍ରେମ ସାଗରରେ ବୁଡ଼ ପକାଇବେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଅମ୍ବିକା।

ସି˚ହ: ଆପଣଙ୍କର ସ୍ବଭାବ ନେତାଙ୍କ ଭଳି ରହିବ। କାନୁନ ବିବାଦ ସମାଧାନ କରିବାରେ ସଫଳତା ମିଳିବ। ବ୍ୟବସାୟରେ ନୂଆ ନେଣଦେଣ ହୋଇପାରେ। ପରିବାର ମଧୢରେ ଆନନ୍ଦ ଉଲ୍ଲାସ ଦେଖାଦେବ। ଶୁଭରଙ୍ଗ: ମାଜେଣ୍ତା। ଆରାଧନା: ମାଆ ମଙ୍ଗଳା।

କନ୍ୟା: ପରିବାର ସହିତ ମନ୍ଦିରକୁ ଠାକୁର ଦର୍ଶନ ପାଇଁ ଯିବେ। ଆପଣଙ୍କ ମନରେ ସକାରାତ୍ମକ ଊର୍ଜା ସ˚ଚାର ହେବ। ବ୍ୟବସାୟରେ କିଛି ନୂଆ କରିବା ଲାଗି ଦିନଟି ଭଲ। ଚାକିରି ଖୋଜୁଥିବା ବ୍ୟକ୍ତିଙ୍କୁ ଭଲ ଖବର ମିଳିବ। ଶୁଭରଙ୍ଗ: ସବୁଜ। ଆରାଧନା: ହର ପାର୍ବତୀ।

ତୁଳା: ଆଜି ହିସାବନିକାଶରେ ଅଧିକ ସମୟ କଟିବ। ଆପଣଙ୍କୁ କୌଣସି ବିଶେଷ କଥାର ସୂଚନା ମିଳିବ। ପ୍ରଭୁଙ୍କୁ ସ୍ମରଣ କରନ୍ତୁ, ହେବାକୁ ଥିବା କାମ ସହଜରେ ହୋଇଯିବ। ବ୍ୟବସାୟରେ ଭଲ ସଉଦା ହେବାର ସମ୍ଭାବନା। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ଶ୍ରୀ ଗଣେଶ।


ବିଛା: ବାପାଙ୍କର ସ୍ନେହ ଓ ଆଶୀର୍ବାଦ ପାଇବା ହେତୁ ମନକୁ ଶାନ୍ତି ମିଳିବ। କୌଣସି କାମରୁ ବଡ଼ ଫାଇଦା ହୋଇପାରେ। କ˚ପାନିରେ ଚାକିରି କରୁଥିବା ବ୍ୟକ୍ତିି ବିଶେଷଙ୍କର ପଦୋନ୍ନତି ବା ଦରମା ବୃଦ୍ଧି ହେବ। ଦାମ୍ପତ୍ୟ ଜୀବନରେ ସାମଞ୍ଜସ୍ୟ ବଜାୟ ରହିବ। ଶୁଭରଙ୍ଗ: ଧଳା। ଆରାଧନା: ସୂର୍ଯ୍ୟଦେବ।

ଧନୁ: ସଫଳତା ପ୍ରାପ୍ତିର ଦିନଟିଏ। ସବୁ ଲୋକ ଆପଣଙ୍କ କାମରେ ପ୍ରଭାବିତ ହେବେ। ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ମଜଭୁତ ହେବ। ବିରୋଧୀ କ୍ଷତି ପହଞ୍ଚାଇବା ପାଇଁ ଅସଫଳ ପ୍ରୟାସ କରିବେ। ପ୍ରେମିକପ୍ରେମିକାଙ୍କ ଲାଗି ଦିନଟି ଭଲ। ଶୁଭରଙ୍ଗ: ଧଳା। ଆରାଧନା: ବାବା ଗୁପ୍ତେଶ୍ବର।

ମକର: ଦିନଟି ଆପଣଙ୍କ ଲାଗି ମହତ୍ତ୍ବପୂର୍ଣ୍ଣ ରହିବ। ନୂଆ କାମର ଯୋଜନା କରିପାରନ୍ତି। ଅଫିସରେ ସିନିୟରଙ୍କ ସହଯୋଗ ପାଇବେ। ଘରକୁ କୌଣସି ସ˚ପର୍କୀୟ ଶୁଭ ସମାଚାର ନେଇ ଆସିବେ। କ୍ରିକେଟ ଖେଳାଳିମାନେ ପ୍ରଦର୍ଶନ ଭଲ କରିବେ। ଶୁଭରଙ୍ଗ: ଲାଲ। ଆରାଧନା: ପ୍ରଭୁ ହନୁମାନ।

କୁମ୍ଭ: ଆର୍ଥିକ ଲାଭ ପାଇଁ ଶୁଭ ଦିନଟିଏ। ସାମାଜିକ ପ୍ରଶ˚ସାରେ ଆପଣଙ୍କୁ ଖୁସି ପ୍ରାପ୍ତ ହେବ। ବ୍ୟବସାୟ‌େର ଉନ୍ନତି ଲାଗି ନୂଆ ଅବସର ପାଇବେ। କୌଣସି ନିର୍ମାଣ କାର୍ଯ୍ୟ ଲାଗି ଯୋଜନା କରିବେ। ଘରକୁ ଅତିଥି ଆସିବେ। ଶୁଭରଙ୍ଗ: ଆକାଶୀ ନୀଳ। ଆରାଧନା: ମାଆ ଅମ୍ବିକା।

ମୀନ: ଖୋଦକୁ ଊର୍ଜାବନ ଅନୁଭବ କରିବେ। ନିକଟ ସ˚ପର୍କୀୟଙ୍କ ମାଧୢମରେ ଫାଇଦା ହେବ। ବ୍ୟବସାୟୀ କିଛି ନୂଆ ଯୋଜନା ପ୍ରସ୍ତୁତ କରିବେ। ଦାମ୍ପତ୍ୟ ଜୀବନରେ ତାଳମେଳ ଓ ମଧୁରତା ବଜାୟ ରହିବ। ସୁସ୍ବାଦୁ ଖାଦ୍ୟ ଭୋଜନ କରିବେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ତାରିଣୀ।

ସମ୍ବନ୍ଧିତ ଖବର