ଜାଣନ୍ତୁ ଆଜିର ରାଶିଫଳ

ମେଷ: ମିଷ୍ଟ ବ୍ୟବହାରରେ ସବୁ କାମ ପୂରା କରିନେବେ। କଳାକାରଙ୍କ ପାଇଁ ଦିନଟି ଲାଭଦାୟକ ରହିବ। ଫିଲ୍ମ ବା କାର୍ଯ୍ୟକ୍ରମରେ ଅନୁବନ୍ଧ ମିଳିବ। ଅଚାନକ ଧନଲାଭ ଯୋଗ ରହିଛି। ପ୍ରିୟବନ୍ଧୁଙ୍କ ସହିତ ସମ୍ବନ୍ଧ ମଜଭୁତ ହେବ। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ଶ୍ରୀ ଗଣେଶ।

 

ବୃଷ: ଆପଣ ନିଜର ଭଲ ମନୋଭାବ ଅନୁଭବ କରିବେ। ବ୍ୟବସାୟ ବା ଚାକିରିରେ ନୂଆ କାମର ଶୁଭାରମ୍ଭ କରିପାରନ୍ତି। ରାଜନୀତିରେ ସଫଳତା ପାଇବେ। ପ୍ରେମ ସମ୍ବନ୍ଧ ଭଲ ରହିବ। ସ୍ୱାଦିଷ୍ଠ ଖାଦ୍ୟ ଭୋଜନ କରିବେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଦୁର୍ଗା।

 


ମିଥୁନ: ଆପଣ ନିଜ ଉପରେ ଭରସା ରଖନ୍ତୁ ଏବଂ ନିଜ ବୁଦ୍ଧିରେ ଆଗକୁ ବଢ଼ନ୍ତୁ। ଅଫିସ୍‌ରେ କୌଣସି ନୂଆ ପରିଯୋଜନାରେ କାମ କରିବେ। କୌଣସି ପୁରୁଣା ବନ୍ଧୁଙ୍କ ସହିତ ମିଶିବେ। ବଜେଟକୁ ଧ୍ୟାନ ରଖି ଖର୍ଚ୍ଚ କରନ୍ତୁ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ମାଆ ସମଲେଶ୍ୱରୀ।

 


କର୍କଟ: ନୂଆ କାମ ଧନ୍ଦା ସମ୍ବନ୍ଧରେ ବିଚାର କରିବା ଲାଗି ଦିନଟି ଭଲ। ସାମାଜିକ କାର୍ଯ୍ୟରେ ଆପଣଙ୍କର ଭୂମିକା ପାଇଁ ମାନ ଓ ପ୍ରତିଷ୍ଠା ବଢ଼ିବ। ବିଜ୍ଞାନ ଛାତ୍ର ଆଜି କିଛି ନୂଆ ଶିକ୍ଷା ଲାଭ କରିବେ। ପ୍ରିୟବନ୍ଧୁଙ୍କ ସହିତ ସମ୍ବନ୍ଧ ମଧୁର ହେବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ତାରିଣୀ।

 


ସିଂହ: ନୂଆ ଭିତ୍ତି ରଖିବା ଲାଗି ଦିନଟି ଅନୁକୂଳ। ଜୀବନସାଥୀଙ୍କ ସହଯୋଗରେ ଆପଣଙ୍କ ଅଶାନ୍ତି କମ୍‌ ହେବ। ବ୍ୟବସାୟରୁ ଫାଇଦା ମିଳିବ। ଆପଣଙ୍କର କୌଣସି ପୁରୁଣା ବନ୍ଧୁ ଘରକୁ ଆସିପାରନ୍ତି। ଶୁଭରଙ୍ଗ: ଧୂସର। ଆରାଧନା: ମାଆ ଦୁର୍ଗା।

 

କନ୍ୟା: ମନରେ ଧାର୍ମିକ ଭାବନା ଉଦୟ ହେବ। ଅଧିକ ସମୟ ଉପବାସ ରହନ୍ତୁ ନାହିିଁ। କ୍ୟାରିୟରରେ ଆଗକୁ ବଢ଼ିବା ଲାଗି ସୁବର୍ଣ୍ଣ ସୁଯୋଗ ମିଳିବ। ଅଫିସରେ କୌଣସି କାମ ଲାଗି ଆପଣଙ୍କର ପ୍ରଶଂସା ହୋଇପାରେ। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ସନ୍ତୋଷୀ ମାତା।

 

 

ତୁଳା: ଇଷ୍ଟଦେବଙ୍କୁ ସ୍ମରଣ କରନ୍ତୁ, ସମ୍ଭାବ୍ୟ ସଂକଟ ଦୂର ହେବ। ପୁରୁଣା ବନ୍ଧୁଙ୍କ ସହିତ ଭେଟ ହେବ। ଗୁରୁତ୍ଵପୂର୍ଣ୍ଣ ଆଲୋଚନାରେ ଯୋଗଦେବା ପାଇଁ ସୁଯୋଗ ଆସିବ। ବାହାର କାମରେ ଗଲାବେଳେ ବାହନ ସାବଧାନତାର ସହ ଚଳାନ୍ତୁ। ଶୁଭରଙ୍ଗ: ନୀଳ। ଆରାଧନା: ମହାଦେବ।

 

 

ବିଛା: ଆଜି ଆପଣଙ୍କ ଊର୍ଜାର ସ୍ତର ବଢ଼ିବ। ରଚନାତ୍ମକ କାମରୁ ପ୍ରତିଫଳ ମିଳିବ। କର୍ମଜୀବୀ ମହିଳାଙ୍କର ଅଫିସରେ ଉନ୍ନତି ହେବ। ବ୍ୟବସାୟୀଙ୍କୁ ଯଥେଷ୍ଟ ଲାଭ ମିଳିବ। ଦାମ୍ପତ୍ୟ ଜୀବନରେ ମଧୁରତା ବଜାୟ ରହିବ। ଶୁଭରଙ୍ଗ: ଧଳା। ଆରାଧନା: ବାବା ଆଖଣ୍ଡଳମଣି।

 

ଧନୁ: ଦିନଟି ଆପଣଙ୍କ ଲାଗି ଅନୁକୂଳ। ଅଧିକାରୀଙ୍କ ଠାରୁ ଦାୟିତ୍ଵ ମିଳିବା ଯୋଗ ରହିଛି। ଆର୍ଥିକ ସ୍ଥିତି ସୁଧୁରିବ। ବିରୋଧୀ କ୍ଷତି ପହଞ୍ଚାଇବା ପାଇଁ ଅସଫଳ ପ୍ରୟାସ କରିବେ। ପ୍ରେମ ଆବେଦନ କରିବା ଲାଗି ଶୁଭ ସମୟ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଭୈରବୀ।

 

ମକର: ଆଜି ଆପଣ ଖୁବ୍‌ ଊର୍ଜାବାନ ଅନୁଭବ କରିବେ। କାମ ପ୍ରତି ଆପଣଙ୍କର ଉତ୍ସାହ ବଢ଼ିବ। ଅଫିସରେ ଲାଗି ରହିଥିବା ସମସ୍ୟାର ସମାଧାନ ହୋଇଯିବ। ମହିଳାଙ୍କର ସାମାଜିକ ଗତିବିଧିରେ ସମ୍ମାନ ବୃଦ୍ଧି ହେବ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ମାଆ ଭଦ୍ରକାଳୀ।

 

କୁମ୍ଭ: ଅଫିସରେ ନୂଆ ପରିଯୋଜନାରେ କାମ କରିପାରନ୍ତି। ସହକର୍ମୀଙ୍କ ସହଯୋଗ ପାଇବେ। ବ୍ୟବସାୟରେ ନୂଆ ପ୍ରସ୍ତାବ ଲାଭଦାୟକ ହେବ। ପାରିବାରିକ କାର୍ଯ୍ୟରେ ପରିବାର ଲୋକଙ୍କ ସହଯୋଗ ମିଳିବ। ଶୁଭରଙ୍ଗ: ଆକାଶୀ ନୀଳ। ଆରାଧନା: ସତ୍ୟନାରାୟଣ।

 


କୁମ୍ଭ: ଅଫିସରେ ନୂଆ ପରିଯୋଜନାରେ କାମ କରିପାରନ୍ତି। ସହକର୍ମୀଙ୍କ ସହଯୋଗ ପାଇବେ। ବ୍ୟବସାୟରେ ନୂଆ ପ୍ରସ୍ତାବ ଲାଭଦାୟକ ହେବ। ପାରିବାରିକ କାର୍ଯ୍ୟରେ ପରିବାର ଲୋକଙ୍କ ସହଯୋଗ ମିଳିବ। ଶୁଭରଙ୍ଗ: ଆକାଶୀ ନୀଳ। ଆରାଧନା: ସତ୍ୟନାରାୟଣ।

ସମ୍ବନ୍ଧିତ ଖବର