ଜାଣନ୍ତୁ ଆଜିର ରାଶିଫଳ

ମେଷ: ଦିନଟି ବହୁତ ଭଲ ରହିବ। କ୍ୟାରିୟରରେ ପରିବର୍ତ୍ତନ ଆଣିବାର ସଫଳ ରହିବେ। ଆର୍ଥିକ ସ୍ଥିତିରେ ଉନ୍ନତି ହେବ। ସମ୍ବନ୍ଧରେ ମିଷ୍ଟତା ବଜାୟ ରହିବ। ଛାତ୍ରଙ୍କୁ କମ୍‌ ପରିଶ୍ରମରେ ଯଥେଷ୍ଟ ସଫଳତା ମିଳିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ପାଟଣେଶ୍ବରୀ।

ବୃଷ: ଆପଣଙ୍କୁ ଭାଗ୍ୟର ପୂରାପୂରି ସାଥ ମିଳିବ। ଅଫିସରେ ଆପଣଙ୍କର ଆତ୍ମବିଶ୍ବାସ ଦେଖି କର୍ତ୍ତୃପକ୍ଷ ପ୍ରସନ୍ନ ହେବେ। କାରବାରରେ ଅଚାନକ ଲାଭ ହୋଇପାରେ। ପୁରୁଣା ବନ୍ଧୁଙ୍କ ସହିତ ମିଶିବା ସୁଯୋଗ ମିଳିବ। ଶୁଭରଙ୍ଗ: ଫିକା ହଳଦିଆ। ଆରାଧନା: ମାଆ ଭଦ୍ରକାଳୀ।

ମିଥୁନ: ଆପଣଙ୍କର ନୂଆ କାର୍ଯ୍ୟରେ ରୁଚି ବଢ଼ିବ। ପରିବାରରେ ସୁଖ ଶାନ୍ତିର ମାହୋଲ ବଜାୟ ରହିବ। ସାମାଜିକ କାର୍ଯ୍ୟ ଲାଗି ଆପଣଙ୍କୁ ସମ୍ମାନିତ କରାଯାଇପାରେ। ବ୍ୟବସାୟୀଙ୍କୁ ବଢ଼ିଆ ସୁଯୋଗ ମିଳିବ। କୌଣସି ନିର୍ମାଣ କାର୍ଯ୍ୟ ଲାଗି ଯୋଜନା କରିବେ। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ଦୁର୍ଗା।

କର୍କଟ: କାର୍ଯ୍ୟ କ୍ଷେତ୍ରରେ ସ୍ଥିତି ଅନୁକୂଳ ରହିବ। ରାଜନୀତିରେ ସାକ୍ଷାତ୍‌ ଆଲୋଚନା ଭଲ ରହିବ। କ˚ପାନିରେ ଚାକିରି କରୁଥିବା ବ୍ୟକ୍ତି ବିଶେଷଙ୍କର ଦରମା ବୃଦ୍ଧି ହୋଇପାରେ। ଜୀବନସାଥୀଙ୍କ ସହିତ ସମ୍ବନ୍ଧ ମଧୁର ହେବ। ଶୁଭରଙ୍ଗ: ଧୂସର। ଆରାଧନା: ମାଆ ସମଲେଶ୍ବରୀ।

ସି˚ହ: ଦେବୀ ମନ୍ଦିରରେ ପୂଜାର୍ଚ୍ଚନା କରନ୍ତୁ, ମନର ବିଶ୍ବାସ ବୃଦ୍ଧି ହେବ। ବଡ଼ ସୁଯୋଗ ମିଳିବା ଯୋଗୁଁ ଧନଲାଭ ହେବ। ଅଫିସ କାମ ସମୟ ପୂର୍ବରୁ ପୂରା ହୋଇଯିବ। ମହିଳାମାନଙ୍କର ରାନ୍ଧଣା ଖୁବ୍‌ ସ୍ବାଦିଷ୍ଟ ହେବ। ଘରକୁ ନୂଆ ଅତିଥି ଆସିବାର ସମ୍ଭାବନା। ଶୁଭରଙ୍ଗ: ଧଳା। ଆରାଧନା: ହର ପାର୍ବତୀ।

କନ୍ୟା: ଆପଣଙ୍କର କୌଣସି ମିତ୍ର ସାହାଯ୍ୟକାରୀ ସାବ୍ୟସ୍ତ ହେବେ। ସାମାଜିକ ସ୍ତରରେ ଆପଣଙ୍କର ଲୋକ ପ୍ରିୟତା ବୃଦ୍ଧି ହେବ। ଚାକିରି ବୃତ୍ତିରେ ଲାଭ ପାଇବେ। ପ୍ରତିଯୋଗୀ ପରୀକ୍ଷା ସମ୍ବନ୍ଧରେ ଭଲ ଖବର ପାଇବେ। ଶୁଭରଙ୍ଗ: କଫିରଙ୍ଗ। ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ।

ତୁଳା: ଆପଣଙ୍କ ଲାଗି ବଢ଼ିଆ ଦିନଟିଏ। ଆପଣଙ୍କର ଊର୍ଜାକୁ ଭଲ କାମରେ ଲଗାଇବେ। ପରିଧାନ ବ୍ୟବସାୟୀ ବ୍ୟବସାୟର ବିସ୍ତାର କରିବେ। ଶିକ୍ଷକଙ୍କ ଠାରୁ ଲେଖାପଢ଼ାରେ ସ˚ପୂର୍ଣ୍ଣ ସହଯୋଗ ମିଳିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ମାଣିକେଶ୍ବରୀ।

ବିଛା: ଆପଣଙ୍କ ଜୀବନ ଲାଗି ସଫଳତାର ଦିନଟିଏ। ନିଜର ସମ୍ବନ୍ଧକୁ ମଜଭୁତ କରିବା ଲାଗି ଚେଷ୍ଟା କରିବେ। ଅଫିସରେ ଆପଣଙ୍କ କାମର ପ୍ରଶ˚ସା ହେବ। ବ୍ୟବସାୟରେ ଯଥେଷ୍ଟ ଲାଭ ହେବ। ପ୍ରିୟତମଙ୍କ ସହିତ ନାଟକ ଦେଖିବାକୁ ଯିବେ। ଶୁଭରଙ୍ଗ: ବାଦାମୀ। ଆରାଧନା: ମାଆ ତାରିଣୀ।

ଧନୁ: ଦିନଟି ସକାରାତ୍ମକ ଭରା ରହିବ। ଆପଣଙ୍କୁ କୌଣସି ବଡ଼ ସଫଳତା ମିଳିବ। ଅଫିସ କାମରେ ସହର ବାହାରକୁ ଯାଇପାରନ୍ତି। ରାଜନୀତିରେ ମହତ୍ବାକା˚କ୍ଷା ପୂରା ହେବ। ପରିବାରରେ ସୁଖ ଶାନ୍ତି ବୃଦ୍ଧି ହେବ। ଶୁଭରଙ୍ଗ: ସବୁଜ। ଆରାଧନା: ମାଆ ବଗଳାମୁଖୀ।

ମକର: ଦିନଟି ଆପଣଙ୍କ ଲାଗି ଉତ୍ତମ ରହିବ। ଏଭଳି ଲୋକଙ୍କ ସହିତ ଆପଣଙ୍କର ସାକ୍ଷାତ୍‌ ଆଲୋଚନା ହେବ ଯାହାକି ଭବିଷ୍ୟତରେ ଲାଭଦାୟକ ସାବ୍ୟସ୍ତ ହେବେ। ବେପାର ବଣିଜରେ ଲାଭ ପାଇବେ। ଛାତ୍ରଙ୍କୁ ପରିଶ୍ରମର ସୁଫଳ ମିଳିବ। ଶୁଭରଙ୍ଗ: କ୍ରୀମ୍‌। ଆରାଧନା: ଶ୍ରୀଗଣେଶ।

କୁମ୍ଭ: ଦିନଟି ମିଶ୍ରିତ ପ୍ରତିକ୍ରିୟା ଦେବାକୁ ରହିବ। ବଡ଼ ନିବେଶରେ ଅନୁଭବୀ ବ୍ୟକ୍ତିଙ୍କ ପରାମର୍ଶ ନିଅନ୍ତୁ ବଢ଼ିଆ ରହିବ। ସ୍ବାସ୍ଥ୍ୟରେ ସମସ୍ୟା ଉତ୍ପନ୍ନ ହୋଇପାରେ। ଖାଦ୍ୟ ପାନୀୟ ପ୍ରତି ସଜାଗ ରହନ୍ତୁ। ଛାତ୍ରମାନେ ଉଚ୍ଚଶିକ୍ଷା ପାଇଁ ବିଦେଶ ଯିବେ। ଶୁଭରଙ୍ଗ: ଧଳା। ଆରାଧନା: ମହାଲକ୍ଷ୍ମୀ।

ମୀନ: ଆପଣଙ୍କ ଶୌର୍ଯ୍ୟକୁ ବଳ ମିଳିବ। ଗୋଟିଏ ଦିଗରେ ପ୍ରୟାସ କରନ୍ତୁ ଯଥେଷ୍ଟ ସଫଳତା ପାଇବେ। ବ୍ୟବସାୟରେ ଯୋଜନାବଦ୍ଧ ରୂପେ କାମ କରିବେ। ଆର୍ଥିକ ସ୍ଥିତିରେ ଉନ୍ନତି ହେବ। ପରିବାରରେ ବାତାବରଣ ଶାନ୍ତି ଦାୟକ ରହିବ। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ତାରିଣୀ।

ସମ୍ବନ୍ଧିତ ଖବର