ଜାଣନ୍ତୁ ଆଜିର ରାଶିଫଳ

ମେଷ: ଆପଣଙ୍କ ମନ ଧାର୍ମିକ କାର୍ଯ୍ୟରେ ଲାଗି ରହିବ। ବୁଦ୍ଧିଜୀବୀଙ୍କ ସହିତ ସ˚ପର୍କ ମଜଭୁତ ହେବ। ବଡ଼ କ˚ପାନିରେ ଚାକିରର ଡ଼ାକରା ଆସିବ। ବ୍ୟବସାୟ କାମରେ ଜିଲ୍ଲା ବାହାରକୁ ଯିବେ। ଶୁଭରଙ୍ଗ: ଫିକା ହଳଦିଆ। ଆରାଧନା: ମାଆ ସମଲେଶ୍ବରୀ।

ବୃଷ: ଦେବୀମାତାଙ୍କ ମନ୍ଦିରିରେ ପୂଜାର୍ଚ୍ଚନା କରନ୍ତୁ, ଆପଣଙ୍କର ମନୋକାମନା ପୂରା ହେବ। ଅନ୍ୟର ସମସ୍ୟା ଉପରେ ରାୟ ଦିଅନ୍ତୁ ନାହିଁ। ଅଫିସରେ କୌଣସି କାମକୁ ନେଇ ଚିନ୍ତନ ମନ୍ଥନ କରିପାରନ୍ତି। ଶୁଭରଙ୍ଗ: ସବୁଜ। ଆରାଧନା: ବାବା ଲିଙ୍ଗରାଜ।

ମିଥୁନ: ଦିନଟି ଆପଣଙ୍କ ଲାଗି ଠିକ୍‌ଠାକ୍‌ ରହିବ। ଆପଣ ନିଜ କଥାରେ ଲୋକଙ୍କ ମନକୁ ମନାଇ ନେଇପାରିବେ। କୌଣସି ଅଧୁରା କାମ ପୂରା ହୋଇଯିବ। ଜୀବନସାଥୀ ଆପଣଙ୍କୁ ଢେ଼ର‌୍‌ସାରା ପ୍ରେମ କରିବେ। ଶୁଭରଙ୍ଗ: ଧଳା। ଆରାଧନା: ବାବା ଗୁପ୍ତେଶ୍ବର।

କର୍କଟ: ଖୋଦ୍‌କୁ ସତେଜ ଅନୁଭବ କରିବେ। ଅଫିସ କାମ ନିର୍ଦ୍ଦିଷ୍ଟ ସମୟରେ ପୂରା କରିବାରେ ସକ୍ଷମ ହେବେ। କାହାରିକୁ ବନ୍ଧୁଭାବେ ଗ୍ରହଣ କରିବେ। ସାମାଜିକ କ୍ଷେତ୍ରରେ ସକ୍ରିୟତା ବଢ଼ିବ। ଶୁଭରଙ୍ଗ: ଧୂସର। ଆରାଧନା: ମାଆ କଟକଚଣ୍ତୀ।

ସି˚ହ: ଆମଦାନିରେ ଅଚାନକ ବୃଦ୍ଧି ହେବ। ଆପଣଙ୍କ କାମର ପ୍ରଶ˚ସା ହେବ। କର୍ତ୍ତୃପକ୍ଷ ଆପଣଙ୍କୁ କୌଣସି ନୂଆ ପରିଯୋଜନା ଅର୍ପଣ କରିବେ। ଜୀବନସାଥୀଙ୍କ ସହିତ ସମ୍ବନ୍ଧ ମଧୁର ହେବ। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ଅମ୍ବିକା।

କନ୍ୟା: ନୂଆ ଭିତ୍ତି ରଖିବା ଲାଗି ଦିନଟି ଅନୁକୂଳ। ସରକାରୀ ଚାକିରିଆଙ୍କୁ ଲାଭ ମିଳିବାର ଯୋଗ ରହିଛି। ବ୍ୟବସାୟରେ ଅନୁବନ୍ଧ ହୋଇପାରେ। ସାମାଜିକ କାର୍ଯ୍ୟରେ ମହତ୍ତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିବେ। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ଦୁର୍ଗା।

ତୁଳା: ଆପଣଙ୍କ ମନୋଭାବ ଆଧୢାତ୍ମିକ ରହିବ। ଚିନ୍ତାଶୀଳ ବ୍ୟକ୍ତିଙ୍କ ସହିତ ସମ୍ବନ୍ଧ ମଜଭୁତ ହେବ। ଜରୁରୀ କାମରେ ସଫଳତା ମିଳିବ। ଆର୍ଥିକ ସ୍ଥିତି ମଜଭୁତ ହେବ। ନାରାଜ ଥିବା ବନ୍ଧୁଙ୍କୁ ମନାଇବା ପାଇଁ ଦିନଟି ଭଲ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ମଝିଘରିଆଣୀ।

 

 

ବିଛା: କାର୍ଯ୍ୟକ୍ଷେତ୍ରରେ ଭଲ ଢଙ୍ଗରେ କାମ କରିବେ। ଅଚାନକ ଧନଲାଭ ହେବ। ଘରକୁ କୌଣସି ମିତ୍ର ଆସିପାରନ୍ତି। ପରିବାରରେ ଖୁସିର ମାହୋଲ ରହିବ। କାହାରିକୁ କିଛି ଦେବାର ଯୋଜନା କରିବେ। ଶୁଭରଙ୍ଗ: ଧଳା। ଆରାଧନା: ବାବା ଆଖଣ୍ତଳମଣି।

ଧନୁ: ଆଜି ଆପଣଙ୍କୁ କୌଣସି ନିକଟ ସ˚ପର୍କିୟଙ୍କ ଠାରୁ ଖୁସି ଖବର ମିଳିପାରେ। ପରିବାର ଲୋକଙ୍କ ସହିତ ଜୀବନ ଆନନ୍ଦମୟ ହେବ। ସବୁ କାମ ଭଲ ଢ଼ଙ୍ଗରେ ପୂରା କରିନେବେ। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ମଙ୍ଗଳା।

ମକର: ମନରେ ନୂଆ ନୂଆ ବିଚାର ଆସିବ। ଯେତେ ମିଠା କଥା କହିବେ ସେତେ ଲାଭ ପାଇବେ। ଜୀବନସାଥୀଙ୍କ ସହିତ ବାହାରକୁ ବୁଲି ଯିବାର ଯୋଜନା କରିବେ। ଖର୍ଚ୍ଚ କମ୍‌ କରିବାକୁ ଚେଷ୍ଟା କରନ୍ତୁ। ଶୁଭରଙ୍ଗ: କଫିରଙ୍ଗ। ଆରାଧନା: ଶ୍ରୀକୃଷ୍ଣ।

କୁମ୍ଭ: ଆଜି ଆପଣଙ୍କ ସହିତ ଭଲ ହିଁ ଭଲ ହେବ। ଜୀବନରେ ଉନ୍ନତି ମିଳିବା ହେତୁ ପରିବାରରେ ଖୁସିର ମାହୋଲ ରହିବ। ରାଜନୀତିରେ ସଫଳତା ପାଇବେ। ପୁରୁଣା ସ˚ପତ୍ତିରୁ ଲାଭ ମିଳିବାର ସମ୍ଭାବନା। ଶୁଭରଙ୍ଗ: ଧଳା। ଆରାଧନା: ମହାଲକ୍ଷ୍ମୀ।

ମୀନ: କାରିଅର ପାଇଁ ଦିନଟି ଅଧିକ ଶୁଭ ରହିବ। ଆପଣଙ୍କ ବିଚାର ଉପରେ ସ୍ଥିର ରହନ୍ତୁ। ବ୍ୟବସାୟରେ ଅଶା ଠୁଁ ଅଧିକ ଲାଭ ପାଇବେ। ସନ୍ତାନଙ୍କଠାରୁ କୌଣସି ଖୁସି ଖବର ପାଇବେ। ଶୁଭରଙ୍ଗ: ମେରୁନ। ଆରାଧନା: ମାଆ ଦୁର୍ଗା।

ସମ୍ବନ୍ଧିତ ଖବର