ଜାଣନ୍ତୁ ଆସନ୍ତାକାଲିର ରାଶିଫଳ

ମେଷ: କର୍ମକ୍ଷେତ୍ରରେ ପରିଶ୍ରମ ଅଧିକ କରିବେ ଏବ˚ ସଫଳ ହେବେ। ସଙ୍ଗୀତ କ୍ଷେତ୍ରରେ ଥିବା ବ୍ୟକ୍ତି ବିଶେଷଙ୍କୁ ପ୍ରସଦ୍ଧି ମିଳିବ। ପୁରୁଣା ବନ୍ଧୁଙ୍କ ସହିତ ସାକ୍ଷାତ୍‌ ଆଲୋଚନା ହେବ। ପ୍ରେମ ଜୀବନ ଖୁବ୍‌ ରୋଚକ ଓ ଆନନ୍ଦମୟ ରହିବ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ମାଆ ଭଦ୍ରକାଳୀ।

ବୃଷ: ଆତ୍ମ ଚିନ୍ତନରେ ଅଧିକ ସମୟ ବିତିବ। ଧର୍ମଗ୍ରନ୍ଥ ପଢ଼ିବାରେ ରୁଚି ନେଇପାରନ୍ତି। ରାଜନୀତିରେ ଆର୍ଥିକ ଲାଭ ହେବ। ବ୍ୟବସାୟ ବୃଦ୍ଧି ଲାଗି ବରିଷ୍ଠଙ୍କ ସହିତ ଆଲୋଚନା କରିବେ। ଜୀବନସାଥୀଙ୍କ ସହିତ ସମ୍ବନ୍ଧ ମଧୁର ହେବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ବିରଜା।

ମିଥୁନ: ଆପଣ ନିଜ କାମରେ ପ୍ରଶ˚ସା ଓ ପୁରସ୍କାର ପାଇବେ। ଆର୍ଥିକ ସ୍ଥିତି ବିଶେଷ ରୂପେ ମଜଭୁତ ହେବ। ପରିବାରରେ ଆପଣଙ୍କର ପ୍ରାଧାନ୍ୟ ବୃଦ୍ଧି ହେବ। ପ୍ରେମ ସମ୍ବନ୍ଧରେ ମଧୁରତା ବୃଦ୍ଧି ହେବ। ଛାତ୍ରଙ୍କ ଲାଗି ଦିନଟି ଅନୁକୂଳ ରହିବ। ଶୁଭରଙ୍ଗ: ଧଳା। ଆରାଧନା: ବାବା କପିଳାସ।

କର୍କଟ: ପ୍ରଭୁଙ୍କ ଆରାଧନାରେ ମନରେ ସକାରାତ୍ମକ ଶକ୍ତି ସ˚ଚାର ହେବ। ଆଜି ଆପଣ ସମସ୍ତଙ୍କ ସହଯୋଗ ପାଇବେ। ସାମାଜିକ କ୍ଷେତ୍ରରେ ଆପଣଙ୍କର ପ୍ରଭାବ ବଢ଼ିବ। ଆବଶ୍ୟକତା ଅନୁସାରେ ଖର୍ଚ୍ଚ କରନ୍ତୁ। ସନ୍ଧ୍ୟାରେ ପରିବାର ସହିତ ହସଖୁସିରେ ସମୟ କଟିବ। ଶୁଭରଙ୍ଗ: ଫିକା ହଳଦିଆ। ଆରାଧନା: ମାଆ ତାରିଣୀ।

ସି˚ହ: ଆପଣଙ୍କ ବ୍ୟକ୍ତିତ୍ବ ଚତୁର୍ଦ୍ଦିଗରେ ପ୍ରସାରିତ ହେବ। କାର୍ଯ୍ୟ କ୍ଷେତ୍ରରେ ପୁରୁଣା ପ୍ରଦର୍ଶନରୁ ଲାଭ ମିଳିବ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିମାନେ ସମାଜ ସେବାରେ ସମୟ ଦେବେ। ବିବାହିତଙ୍କ ଲାଗି ଦିନଟି ବଢ଼ିଆ ରହିବ। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ଦୁର୍ଗା।

କନ୍ୟା: କ୍ୟାରିଅରର ସୁଧାର ପାଇଁ ଭଲ ଦିନଟିଏ। ଅଫିସରେ ସମସ୍ତଙ୍କ ସହଯୋଗ ପାଇବେ। ଅଧୢାପକଙ୍କ ଲାଗି ଧନଲାଭର ନୂଆ ରାସ୍ତା ଖୋଲିବ। ଘର ସଜାଇବା ପାଇଁ କୌଣସି ଉପକରଣ କିଣିବେ। ବୈବାହିକ ଜୀବନ ଭଲ ରହିବ। ଶୁଭରଙ୍ଗ: ସବୁଜ। ଆରାଧନା: ମହାଲକ୍ଷ୍ମୀ।

ତୁଳା: ଆପଣଙ୍କ ଭାବନା ରଚନାତ୍ମକ ରହିବ। କୌଣସି ବିଶେଷ କାର୍ଯ୍ୟ ଅତିଶୀଘ୍ର କରିଦେବେ। ସମ୍ମାନିତ ଲୋକଙ୍କ ଠାରୁ ସମ୍ମାନ ପାଇବେ। ପୁସ୍ତକ ବ୍ୟବସାୟୀଙ୍କ ଲାଗି ଦିନଟି ଶୁଭପ୍ରଦ। ଆପଣଙ୍କ ଘରକୁ ଆପଣଙ୍କର ମିତ୍ର ଆସିବେ। ଶୁଭରଙ୍ଗ: ଧଳା। ଆରାଧନା: ଶ୍ରୀକୃଷ୍ଣ।

ବିଛା: ଆପଣ ଅନ୍ୟମାନଙ୍କ ସହିତ ବ୍ୟବହାରରେ ଶାଳୀନତା ରଖନ୍ତୁ। ସାରା ଦିନ କାର୍ଯ୍ୟ ବ୍ୟସ୍ତତାରେ ରହିବା ହେତୁ କ୍ଳାନ୍ତ ଅନୁଭବ କରିବେ। ପଇସା ମାମଲରେ ଫଇସଲା ଭାବିଚିନ୍ତି ନିଅନ୍ତୁ। ପ୍ରେମକ ପ୍ରେମିକାଙ୍କ ଲାଗି ଭଲ ଦିନଟିଏ। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ଦୁର୍ଗା।

ଧନୁ: ଦିନଟି ଆପଣଙ୍କ ଲାଗି ବଢ଼ିଆ ରହିବ। ଭାଗୀଦାରି ବେପାରରେ ଆଶାଠୁଁ ଅଧିକ ଲାଭ ପାଇବେ। ବରିଷ୍ଠଙ୍କୁ ସହଯୋଗ କରିବା ହେତୁ ଆରାମ ଅନୁଭବ କରିବେ। ଘର ପାଇଁ ଜରୁରୀ ଜିନିଷ କିଣିବେ। ମହିଳାମାନେ ପ୍ରେମ ପାଇବାର ଦିନଟିଏ। ଶୁଭରଙ୍ଗ: କ୍ରୀମ୍‌। ଆରାଧନା: ସୂର୍ଯ୍ୟଦେବ।

ମକର: ଦିନଟି ଆପଣଙ୍କ ଲାଗି ଉତ୍ସାହଭରା ରହିବ। ଅଫିସରେ ଆପଣଙ୍କ କାମକୁ କର୍ତ୍ତୃପକ୍ଷ ପ୍ରଶ˚ସା କରିବେ। ନୂଆ ବ୍ୟବସାୟ ଆରମ୍ଭ କରିବା ଲାଗି ଦିନଟି ଉତ୍ତମ। ପ୍ରିୟ ବନ୍ଧୁଙ୍କ ସହିତ ନାଟକ ଦେଖିବାକୁ ଯିବେ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ମାଆ ମଝିଘରିଆଣୀ।

କୁମ୍ଭ: ଆଜି ଆପଣ ନୂଆ ଊର୍ଜାର ସହିତ କାମ କରିବେ। ଓକିଲଙ୍କୁ କୌଣସି ବଡ଼ ମକଦ୍ଦମାରେ ବିଜୟ ହାସଲ ହୋଇପାରେ। ଧନପ୍ରାପ୍ତିର ପ୍ରବଳ ଯୋଗ ରହିଛି। ପରିବାରରେ ଖୁସିର ମାହୋଲ ରହିବ। ନୂଆ ଘର କିମ୍ବା ଜମି କିଣିବା ଲାଗି ଯୋଜନା କରିବେ। ଶୁଭରଙ୍ଗ: ଲାଲ। ଆରାଧନା: ସନ୍ତୋଷୀମାତା।

ମୀନ: ଦିନଟି ଆପଣଙ୍କ ପାଇଁ ସବୁ ଦୃଷ୍ଟିରୁ ଭଲ। ଖୁବ୍‌ ମଜା କରିବେ ଓ ଖୁସି ରହିବେ। ପ୍ରିୟବନ୍ଧୁଙ୍କ ଠାରୁ ଉପହାର ପାଇବେ। ଇ˚ଜିନିୟରଙ୍କୁ କୌଣସି କାମରେ ଧନଲାଭ ହେବ। ପାରିବାରିକ ଜୀବନ ସୁଖ ଶାନ୍ତି ଭରା ରହିବ। ଶୁଭରଙ୍ଗ: ଧଳା। ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ।

ସମ୍ବନ୍ଧିତ ଖବର