ଜାଣନ୍ତୁ ଆସନ୍ତାକାଲିର ରାଶିଫଳ

ମେଷ: କୋର୍ଟ କଚେରି ମାମଲାରେ ଚିନ୍ତା ବଢ଼ିପାରେ। ଆୟ ଅପେକ୍ଷା ବ୍ୟୟ ଅଧିକ ହେବ। ସ୍ବାସ୍ଥ୍ୟ ପ୍ରତି ଧୢାନ ଦିଅନ୍ତୁ। ଶୁଭରଙ୍ଗ: ଧଳା। ଶୁଭସ˚ଖ୍ୟା: ୮।

ବୃଷ: ବ୍ୟବସାୟ ଉପରେ ବିରୋଧୀଙ୍କ ନଜର ରହିବ। ଘରର ଜିନିଷ କିଣିବାରେ ଅଧିକ ଖର୍ଚ୍ଚ ହୋଇପାରେ। ପ୍ରିୟ ବନ୍ଧୁଙ୍କ ସହିତ ମିଶିବା ପାଇଁ ଉତ୍ସାହିତ ହେବେ। ଶୁଭରଙ୍ଗ: ଲାଲ। ଶୁଭସ˚ଖ୍ୟା: ୩।

ମିଥୁନ: ସାହିତ୍ୟ‌େର ରୁଚି ଥିବା ବ୍ୟକ୍ତିଙ୍କ ପାଇଁ ଶୁଭ ଦିନଟିଏ। ଅଫିସରେ ଅଧିକ ଦାୟିତ୍ବସଂପନ୍ନ ହେବେ। ଶୁଭରଙ୍ଗ: ନୀଳ। ଶୁଭସ˚ଖ୍ୟା: ୧।

କର୍କଟ: ଚାକିରିଆଙ୍କୁ ଅଧିକାରୀଙ୍କ ସହଯୋଗ ମିଳିବ। ଦାମ୍ପତ୍ୟ ଜୀବନରେ ପ୍ରେମ ବଜାୟ ରହିବ। ଶୁଭରଙ୍ଗ: କ୍ରୀମ୍‌। ଶୁଭସ˚ଖ୍ୟା: ୬।

ସି˚ହ: ପୂଜାର୍ଚ୍ଚନାରେ ଅଧିକ ସମୟ ବିତିବ। କିଛି ନୂଆ କରିବାକୁ ମନରେ ଆଗ୍ରହ ବଢ଼ିବ। ପ୍ରେମ ସ˚ପର୍କ ନିବିଡ଼ ହେବ। ଶୁଭରଙ୍ଗ: ଲାଲ। ଶୁଭସ˚ଖ୍ୟା: ୭।

କନ୍ୟା: ମନ ଆଧୢାତ୍ମିକ ଦିଗରେ ଲାଗି ରହିବ। ପରିଜନଙ୍କ ସହିତ ମନ୍ଦିରକୁ ଠାକୁର ଦର୍ଶନ ପାଇଁ ଯିବେ। ରାଜନୀତିରେ ସାମାଜିକ କାର୍ଯ୍ୟ କରିବାର ସୌଭାଗ୍ୟ ମିଳିପାରେ। ଶୁଭରଙ୍ଗ: କଫି ରଙ୍ଗ। ଶୁଭସ˚ଖ୍ୟା: ୨।

ତୁଳା: ଦିନଟି ଶୁଭଙ୍କର। କୌଣସି କାମ ପାଇଁ ଯୋଜନା କରିବାରେ ସଫଳ ହୋଇପାରନ୍ତି। ଗୁରୁତ୍ବପୂର୍ଣ୍ଣ ମାମଲାରେ ମିତ୍ରଙ୍କ ସହିତ କଥାବାର୍ତ୍ତା ହେବେ। ଶୁଭରଙ୍ଗ: ଧଳା। ଶୁଭସ˚ଖ୍ୟା: ୩।

ବିଛା: କୌଣସି କାର୍ଯ୍ୟରେ ବାଧା ଦୂର କରିବା‌େର ସଫଳ ହେବେ। ସରକାରୀ ଚାକିରିଆଙ୍କୁ ଖୁସି ଖବର ମିଳିବ। ରାଜନୈତିକ କାର୍ଯ୍ୟରେ ରୁଚି ରହିବ। ଶୁଭରଙ୍ଗ: ଧଳା। ଶୁଭସ˚ଖ୍ୟା: ୮।

ଧନୁ: କାମରେ ସଫଳତା ମିଳିପାରେ। ନୂଆ ଲୋକଙ୍କ ସହିତ ବ୍ୟବହାରରେ ସ˚ଯମ ରଖନ୍ତୁ। ପରିବାର ଲୋକଙ୍କ ସହିତ ଭଲରେ ଦିନ ବିତିବ। ଶୁଭରଙ୍ଗ: କ୍ରୀମ୍‌। ଶୁଭସ˚ଖ୍ୟା: ୨ା

ମକର: ଉତ୍ସାହିତ ରହିବେ। ଚିନ୍ତା ଦୂର ହେବ। ସାମାଜିକ କାର୍ଯ୍ୟରେ ମହତ୍ତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିବେ। ଶୁଭରଙ୍ଗ: ସବୁଜ। ଶୁଭସ˚ଖ୍ୟା: ୬।

କୁମ୍ଭ: ଶୁଭଫଳ ମିଳିପାରେ। ଜୀବିକା ଅର୍ଜନ ଲାଗି ଦୂରସ୍ଥାନକୁ ଯାତ୍ରାରେ ଯିବେ। ଶୁଭରଙ୍ଗ: ଧଳା। ଶୁଭସ˚ଖ୍ୟା: ୩।

ମୀନ: ସଫଳତାର ନୂଆ ପାହାଚରେ ପାଦ ରଖିବେ। ବିଭିନ୍ନ ଲୋକଙ୍କ ସହିତ ମିଶିବେ। ବ୍ୟବସାୟୀଙ୍କ ଲାଗି ଦିନଟି ଅନୁକୂଳ। ଶୁଭରଙ୍ଗ: ଧୂସର। ଶୁଭସ˚ଖ୍ୟା: ୭।

ସମ୍ବନ୍ଧିତ ଖବର