ସଙ୍ଗୀତ ଭାରତୀ ପକ୍ଷରୁ ଶାସ୍ତ୍ରୀୟ ସଙ୍ଗୀତ ମହୋତ୍ସବ

ଭୁବନେଶ୍ୱର: ସଙ୍ଗୀତ ଭାରତୀ ଅନୁଷ୍ଠାନ ପକ୍ଷରୁ ଆଜି ଜୟଦେବ ଭବନଠାରେ ଶାସ୍ତ୍ରୀୟ ସଙ୍ଗୀତ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଏଥିରେ ଅନୁଷ୍ଠାନର କନିଷ୍ଠ ଓ ବରିଷ୍ଠ ଛାତ୍ରଛାତ୍ରୀଙ୍କ ପକ୍ଷରୁ ଶାସ୍ତ୍ରୀୟ ସଙ୍ଗୀତ ପରିବେଷଣ କରାଯାଇଥିଲା। ସମାରୋହରେ ଅତିଥି ଭାବେ ବିଶିଷ୍ଟ ସଙ୍ଗୀତଜ୍ଞ ପଦ୍ମଶ୍ରୀ ପ୍ରଫୁଲ୍ଲ କର, ଗୁରୁ ହରମୋହନ ଖୁଣ୍ଟିଆ ଯୋଗ ଦେଇଥିଲେ। ଅନୁଷ୍ଠାନର ଅଧ୍ୟକ୍ଷ ବିଜୟାନନ୍ଦ ନାୟକ ସଙ୍ଗୀତ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

ସମ୍ବନ୍ଧିତ ଖବର