୪ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ

ଭୁବନେଶ୍ୱର: କଂଗ୍ରେସ ଶୁକ୍ରବାର ୪ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ଘୋଷଣା ଅନୁସାରେ ବଡ଼ସାହି ଆସନରୁ ଦେବଯାନୀ ବେହେରା, ସୋରରୁ ସୁରେନ୍ଦ୍ର ପରମାଣିକ, ସିମୁଲିଆରୁ ଅନନ୍ତ ସେଠୀ ଓ ଚାନ୍ଦବାଲିରୁ ଦିଗମ୍ବର ଦାସ ନିର୍ବାଚନ ଲଢ଼ିବେ।

 

ସମ୍ବନ୍ଧିତ ଖବର