ନବରଙ୍ଗପୁର ଜିଲ୍ଲା ବିଜେଡି ସଂଯୋଜକ ନିଯୁକ୍ତ

ଭୁବନେଶ୍ୱର : ବିଜେଡିର ନବରଙ୍ଗପୁର ଜିଲ୍ଲା ସଂଯୋଜକ ଭାବେ ପ୍ରମୋଦ କୁମାର ପାଢ଼ୀଙ୍କୁ ନିଯୁକ୍ତି ଦିଆଯାଇଛି। ଶ୍ରୀ ପାଢ଼ୀ ନବରଙ୍ଗପୁର ଜିଲ୍ଲା ସଭାପତିଙ୍କ ସହ ମିଶି କାର୍ଯ୍ୟ କରିବାକୁ ବିଜେଡି ସଭାପତି ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି ବୋଲି ରାଜ୍ୟ ସମ୍ପାଦକ ବିଜୟ ନାୟକ ଏକ ପ୍ରେସ୍‌ ଇସ୍ତାହାରରେ ଜଣାଇଛନ୍ତି।

ସମ୍ବନ୍ଧିତ ଖବର